Posted inଜାତୀୟ

ପଞ୍ଜାବରେ ହେବ ନାହିଁ ଏଏପି-କଂଗ୍ରେସ ମେଣ୍ଟ! ମିଳିଲା ଏହି ସଙ୍କେତ

ନୂଆଦିଲ୍ଲୀ,୨।୧: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ନିର୍ବାଚନକୁ ଦୃଷ୍ଟିରେ ରଖି ବିରୋଧୀ ଦଳ ‘ଇଣ୍ଡିଆ’ ଆଗାମୀ ଦିନରେ ସିଟ ବଣ୍ଟନକୁ ଚୂଡାନ୍ତ ରୂପ ଦେବ। ଏହି ସମୟରେ କଂଗ୍ରେସର ରାଷ୍ଟ୍ରୀୟ ଗଠବନ୍ଧନ କମିଟି ସିଟ ବଣ୍ଟନ ସମ୍ପର୍କରେ ରିପୋର୍ଟ ପ୍ରସ୍ତୁତ କରିଛି। ସୂତ୍ରରୁ ପ୍ରକାଶ ଯେ, ଦଳ ନଅଟି ରାଜ୍ୟରେ ଏକ ମେଣ୍ଟ ଗଠନ କରିବାକୁ ପ୍ରସ୍ତୁତ, କିନ୍ତୁ ପଞ୍ଜାବରେ କଂଗ୍ରେସ ଏବଂ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟରେ ମେଣ୍ଟ ହେବାର ସମ୍ଭାବନା କମ୍‌। ସୋମବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ କଂଗ୍ରେସକୁ ଟାର୍ଗେଟ୍‌ କରିଥିଲେ। ଯାହା ପରେ ଏହା ସାମ୍ନାକୁ ଆସିଛି।

କଂଗ୍ରେସର ରାଷ୍ଟ୍ରୀୟ ଗଠବନ୍ଧନ କମିଟି ବୁଧବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିକଟରେ ରିପୋର୍ଟ ଦାଖଲ କରିବ। ଯେଉଁ ନଅଟି ରାଜ୍ୟରେ ମେଣ୍ଟ ବିଷୟରେ ଆଲୋଚନା କରାଯାଇଥିଲା ସେଗୁଡ଼ିକ ହେଉଛି ୟୁପି, ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, କେରଳ, ଜମ୍ମୁ-କଶ୍ମୀର, ଦିଲ୍ଲୀ ଏବଂ ତାମିଲନାଡୁ।

 


Enter your email to get our daily news in your inbox.

All Right Reserved By Dharitri.Com

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?