ବୀରମହାରାଜପୁର ୧ ନଂ ଜୋନ୍‌ରେ କଂଗ୍ରେସ ଆଗରେ

ଅମରପାଲି,୨୬ା୨(ଡି.ଏନ୍‌.ଏ.): ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନର ଭୋଟ ଗଣତି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ୧ ନଂ. ଜୋନ୍‌ରେ ଚତୁର୍ଥ ରାଉଣ୍ଡ ପରେ କଂଗ୍ରେସର ଲବ କୁମାର ସାହୁ ବିଜେଡିର ରଞ୍ଜିତ ରଥଙ୍କ ଠାରୁ ୬୬ଖଣ୍ଡ ଭୋଟ ଆଗରେ ରହିଛନ୍ତି। ଚତୁର୍ଥ ରାଉଣ୍ଡ ପରେ ବିଜେଡିର ରଞ୍ଜିତ ରଥ ମୋଟ୍‌ ୨୭୧୩ ଖଣ୍ଡ ଭୋଟ ପାଇଥିବା ବେଳେ ଲବକୁମାର ସାହୁ ୨୭୭୯ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି ଭାଜପାର ରାଧାକାନ୍ତ ପଣ୍ଡା ୭୦୨ଖଣ୍ଡ ଭୋଟ ପାଇଛନ୍ତି। ସେହିପରି ଆମ୍‌ ଆଦମୀ ପାର୍ଟିର ସୁରେଶ କଲତା ୫୯ଖଣ୍ଡ ପାଇଥିବା ବେଳେ୨୮୭ ଖଣ୍ଡ ଭୋଟ୍‌ ନାକଚ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଭୟ : ମୃତଦେହ ପାଖ ମାଡିଲେନି ପରିବାର ଲୋକେ , ଉପଜିଲାପାଳ କଲେ ସତ୍କାର

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ବର୍ତ୍ତମାନ ଏମିତି ଅନେକ ଘଟଣା ଦେଖିବାକୁ ମିଳୁଛି, କୋଭିଡ୍‌ କିମ୍ବା କୋଭିଡ ସନ୍ଦିଗ୍ଧଙ୍କ ମୃତ୍ୟୁ ପରେ ପରିବାର ଲୋକ ମୁହଁ ଫେରାଇ ନେଉଛନ୍ତି। ମଙ୍ଗଳବାର...

ଦୁର୍ଘଟଣାରେ ଯୁବକଙ୍କ ପ୍ରାଣଗଲା

ରାଇରଙ୍ଗପୁର,୨୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ରାଇରଙ୍ଗପୁର-ଯାମଦା ରାସ୍ତାର ତାଳଗାଁ ନିକଟରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ...

ପିସି ଆଣ୍ଡ୍‌ ପିଏନ୍‌ଡିଟି ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, ୧୨୧୨(ବ୍ୟୁରୋ): ଚଳିତ ବର୍ଷରୁ ରାଜ୍ୟ ସରକାର ଗର୍ଭଧାରଣ ଓ ପ୍ରସୂତି ପୂର୍ବ ରୋଗ ନିର୍ଣ୍ଣୟ (ପିସି ଆଣ୍ଡ୍‌ ପିଏନ୍‌ଡିଟି) ସମ୍ବନ୍ଧୀୟ ଅଲ୍‌ଟ୍ରାସାଉଣ୍ଡ୍‌ର ପଞ୍ଜୀକରଣ ଏବଂ...

ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ଅତାବିରା ବନ୍ଦ, ରାସ୍ତାକୁ ଓହ୍ଲାଇଲେ ଲୋକେ

ଅତାବିରା/ସରଣ୍ଡା,୭।୯(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଉପୁଜୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ସ୍ଥାନୀୟ ଲୋକଙ୍କୁ ବହୁବିଧ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏପରିକି...

ଡାକ୍ତର, କିରାଣିଙ୍କୁ ଧମକ

ରାଇଘର, ୨୪।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅଧୀନ ହାଟଭରଣ୍ଡି ଓ କୁନ୍ଦେଇ ରାସ୍ତାରେ ମାଓବାଦୀ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ...

ଟିକାକରଣ: ତୃତୀୟ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ଟିକାକରଣ ଅଭିଯାନ ସଫଳ ଭାବେ ଚାଲିଛି। ସର୍ବଭାରତୀୟ ସ୍ତରରେ ଟିକାକରଣରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି ବୋଲି ସ୍ବାସ୍ଥ୍ୟ ଓ...

ବରିଷ୍ଠ ଅଫିସରସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଫିସରସ୍ତରରେ ଗୁରୁବାର ଅଦଳବଦଳ କରାଯାଇଛି। ୧୯୮୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରଦୀପ୍ତ କୁମାର ମହାପାତ୍ରଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ...

ଫାଇଲ ତଳେ ନୀଳମାଧବ ପୀଠକୁ ରୋପ୍‌ୱେ ବ୍ୟବସ୍ଥା

ଖଣ୍ଡପଡା,୨୯। ୧(ସ୍ବ.ପ୍ର.): ନୟାଗଡ଼ ଜିଲା କଣ୍ଟିଲୋ ଶ୍ରୀନୀଳମାଧବଙ୍କ ପୀଠକୁ ପ୍ରତିଦିନ ଶତାଧିକ ପର୍ଯ୍ୟଟକ ଆସିଥାନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ବୟସାଧିକ୍ୟ ଓ ଭିନ୍ନକ୍ଷମ ଥିବାରୁ ପାହାଡ...

Advertisement
Archives

Model This Week