Posted inଜାତୀୟ

ସୀମାରେ ଯୁଦ୍ଧ ପରିସ୍ଥିତି, ହେଲେ ସେନାଙ୍କ ମନୋବଳ ଭାଙ୍ଗୁଛନ୍ତି ମୋଦି ସରକାର: କଂଗ୍ରେସ

ନୂଆଦିଲ୍ଲୀ,୧୪ ।୨: ଜମ୍ମୁ-କଶ୍ମୀର ପୁଲୱାମାରେ ଦୁଇ ବର୍ଷ ତଳେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସିଆର୍‌ପିଏଫ୍ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛି କଂଗ୍ରେସ । ଏହି ଅବସରରେ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ପ୍ରତିରକ୍ଷାମନ୍ତ୍ରୀ ଏ କେ ଆଣ୍ଟୋନି କେନ୍ଦ୍ର ସରକାରଙ୍କୁ ଦୋଷାରୋପ କରି କହିଛନ୍ତି ପାକିସ୍ତାନ ଓ ଚାଇନା ସୀମାରେ ଯୁଦ୍ଧ ଭଳି ପରିସ୍ଥିତି ଉପୁଜିଲାଣି । ହେଲେ ଏପଟେ ମୋଦି ସରକାର ସେନାଙ୍କ ମନୋବଳ ଭାଙ୍ଗି ଦେଉଛନ୍ତି । ତେଣୁ ଦୁଃଖ ଲାଗୁଛି ଯେ ମୋଦି ସରକାର ଦେଶର ସୁରକ୍ଷାକୁ ପ୍ରାଥମିକତା ଦେଉ ନାହାନ୍ତି । ଏହା ପ୍ରଥମଥର ଲାଗି ଲକ୍ଷ୍ୟ କରାଯାଇଛି କି ଏକାଥରେ ଦୁଇଟି ସୀମାରେ ଯୁଦ୍ଧ ପରିସ୍ଥିତି ଉପୁଜିଛି । ସେନା ୨୪ ଘଣ୍ଟା ସୀମାରେ ପ୍ରହରି ଭଳି ଜଗି ରହିଥିଲେ ବି ମୋଦି ସରକାର ଯେମିତି ସେମାନଙ୍କ ଆଡକୁ ଲକ୍ଷ୍ୟ କରୁ ନାହାନ୍ତି । କାରଣ ଗୋଟିଏ ପଟେ ପାକିସ୍ତାନ ଆମ ଦେଶକୁ ଆତଙ୍କବାଦୀଙ୍କୁ ପ୍ରବେଶ କରାଉଥିବା ବେଳେ ଅନ୍ୟପଟେ ଚାଇନା ଜଳପଥରେ ବି ଆକ୍ରମଣ ଯୋଜନା କରି ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?