Posted inଜାତୀୟ

ଭାଜପା ଉପରେ କଂଗ୍ରେସର ଗୁରୁତର ଅଭିଯୋଗ, ସୁରଜଓ୍ବୋଲା କହିଲେ ଖାର୍ଗେଙ୍କ ପରିବାରକୁ ହତ୍ୟା କରିବାକୁ ହେଉଛି ଯୋଜନା

ନୂଆଦିଲ୍ଲୀ,୬।୫: କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ ପୂର୍ବରୁ ରାଜନୀତି ଏବେ ଚରମ ସୀମାରେ ପହଞ୍ଚିଛି। ପ୍ରାୟ ସମସ୍ତ ବଡ ବଡ ରାଜନୈତିକ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ଏବେ କଂଗ୍ରେସ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଗୁରୁତର ଅଭିଯୋଗ ଆଣିଛି। ଦଳ କହିଛି କି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ପରିବାରକୁ ହତ୍ୟା କରିବାକୁ ଯୋଜନା ହେଉଛି। କଂଗ୍ରେସ ଭାଜପା ନେତାଙ୍କ ଉପରେ ଏହି ଅଭିଯୋଗ ଆଣିଛନ୍ତି।

କଂଗ୍ରେସ ନେତା ରଣଦୀପ ସିଂ ସୁରଜଓ୍ବୋଲା କହିଛନ୍ତି, ଭାଜପା ନେତା ଏବେ ମଲ୍ଲିକାର୍ଜୁନ ଖାର୍ଗେ ଓ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରିବାକୁ ଯୋଜନା କରୁଛନ୍ତି। ଏହା ଏବେ ଚିତ୍ତପୁରରୁ ଭାଜପାର ପ୍ରାର୍ଥୀଙ୍କ ରେକର୍ଡିଂରୁ ସ୍ପଷ୍ଟ ହୋଇଛି, ଯେକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବୋମ୍ମଇଙ୍କ ବଡ ପ୍ରଶଂସକ।
ସୁରଜଓ୍ବେରାଲା କହିଛନ୍ତି, ଭାଜପା ପ୍ରଜାତନ୍ତ୍ରର ହତ୍ୟା କରୁଛି ଓ ଏବେ ବିରୋଧିଙ୍କ ହତ୍ୟାର ଯୋଜନା ବି ସାମ୍ନାକୁ ଆସୁଛି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରି ଅମିତ ଶାହା କର୍ନାଟକରେ ସମ୍ବିଧାନର ପରିହାସ କରିଛନ୍ତି। ଭାଜପା ଏତେ ତଳକୁ ଖସି ଯାଇଛି କି ସେ ଏବେ ମଲ୍ଲିକାର୍ଜୁନ ଖାର୍ଗେଙ୍କ ହତ୍ୟା କଥା ଚିନ୍ତା କରିଛି। ଭାଜପାକୁ କର୍ନାଟକର ଜନତା ଗ୍ରହଣ କରୁ ନ ଥିବାରୁ ସେ ଏଥିପାଇଁ ଚିନ୍ତାରେ ପଡିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

ଶିଶୁ ଓ ସୋସିଆଲ ମିଡିଆ

ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଶିଶୁ ଓ କିଶୋରଙ୍କ ଉପରେ ଅତ୍ୟଧିକ ମାତ୍ରାରେ ପଡ଼ୁଥିବାରୁ ନିର୍ଦ୍ଦିଷ୍ଟ ବୟସ ବର୍ଗ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri