Posted inଜାତୀୟ

‘ଆମେରିକାରେ ମୋଦି କରିଛନ୍ତି ୨୫ ହଜାର କୋଟି ଟଙ୍କାର ଡିନର’, ୟୁଏସ ସହ ଡ୍ରୋନ ଡିଲକୁ ନେଇ କହିଲା କଂଗ୍ରେସ

ନୂଆଦିଲ୍ଲୀ,୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ସହ କରିଥିବା ପ୍ରତିରକ୍ଷା ଡିଲକୁ ନେଇ ବୁଧବାର କଂଗ୍ରେସ ବଡ ଧରଣର ଅଭିଯୋଗ କରିଛି। କଂଗ୍ରେସ ପ୍ରବକ୍ତା ପଓ୍ବନ ଖେଡା ଏକ ପ୍ରେସ କନଫରେନ୍ସକୁ ସମ୍ବୋଧିତ କରି ଅଭିଯୋଗ କରିଛନ୍ତି କି ପ୍ରଧାନମନ୍ତ୍ରୀ ଆମେରିକାରେ ୨୫ ହଜାର କୋଟି ଟଙ୍କାର ଡିନର କରି ଆସିଛନ୍ତି। ତାଙ୍କର ଏହି ଇସାର ମୋଦିଙ୍କ ଆମେରିକା ଗସ୍ତ ସମୟରେ ୩୧ ପ୍ରିଡେଟର ଡ୍ରୋନ କ୍ରୟ ଆଡକୁ ଯାଉଛି।

ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଆମେରିକା ଯାଇ ପ୍ରତିରକ୍ଷା ଚୁକ୍ତି କ୍ରୟକୁ ଏକପାଖିଆ ଭାବେ ସ୍ବାକ୍ଷର କରିଥିଲେ। କଂଗ୍ରେସ ଅଭିଯୋଗ କରିଛି ଯେ ଅନ୍ୟ ଦେଶ ତୁଳନାରେ ମୋଦି ପ୍ରିଡେଟର ଡ୍ରୋନ ୩ଗୁଣ ଅଧିକ ମୂଲ୍ୟରେ କିଣିଛନ୍ତି। କଂଗ୍ରେସ ଅଭିଯୋଗ କରିଛି ଯେ ଡ୍ରୋନ ପିଛା ୮୮୦ କୋଟି ଟଙ୍କା ମୂଲ୍ୟରେ ଏକ ପ୍ରିଡେଟର ଡ୍ରୋନ କ୍ରୟ କରାଯାଇଛି। ସେ ପ୍ରଶ୍ନ କରିଛନ୍ତି ଯେ ଏହି ଡିଲରୁ କିଏ ଲାଭ ପାଇବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ…

ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର

ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ସୁନୀଲ ଗାଭାସ୍କର, ଗମ୍ଭୀରଙ୍କୁ କଲେ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଛି। ଏହା ପ୍ରଥମ ଥର ପାଇଁ…

ସିରିଜ୍ ହାରିବା ପରେ ଗୌତମ ଗମ୍ଭୀରଙ୍କୁ ଟ୍ରୋଲ୍ କଲା ଆଇସଲାଣ୍ଡ କ୍ରିକେଟ୍,ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଆୟର୍ଲାଣ୍ଡ କ୍ଲିନ ସୁଇପ କରିଛି । ଅନ୍ତିମ ଅନ୍ତର୍ଜାତୀୟ ଟି ୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ଏକ ରନରେ ଭାରତକୁ ପରାଜୟ କରିଛି…

‘କ୍ଷମା ମାଗୁ ଭାରତ…’ କାହିଁକି ଏପରି ଆକ୍ଷେପ କରୁଛନ୍ତି ବାଂଲାଦେଶୀ ସାଂସଦ, କାହିଁକି ଯୁଦ୍ଧମୁଖୀ ଆଚରଣ କରୁଛି ଢାକା? ଜାଣନ୍ତୁ…

ଢାକା,୨୯।୬: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମ୍ପର୍କରେ ପଡ଼ୋଶୀ ଦେଶର ମତ ମଜବୁତ ହୋଇନାହିଁ; ଢାକାରେ ଭାରତ ବିରୋଧୀ ବୟାନବାଜି ଜୋର ଧରିଛି। ବିରୋଧୀ ନ୍ୟାସନାଲ…

ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ।…

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri