ସବୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

କେନ୍ଦୁଝର,୧୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ସମସ୍ତ ବିଧାନସଭା ମଣ୍ଡଳୀର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଅସଂରକ୍ଷିତ ଘସିପୁରା ନିର୍ବାଚନ ମଣ୍ଡଳୀରେ ସୁବ୍ରତ ଚକ୍ରଙ୍କୁ ପ୍ରାର୍ଥୀ କରିଛି, ଫଳରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଟିକଟ କରିଛି। ସେ ନିଜେ କିଛି ଦିନ ତଳେ ନିର୍ବାଚନ ମଣ୍ଡଳୀ ବୁଲୁଥିବାରୁ ତାଙ୍କର କିମ୍ବା ତାଙ୍କ ସମ୍ପର୍କୀୟ କେହି ପ୍ରାର୍ଥୀ ହେବା ନେଇ ଜୋରଦାର ଚର୍ଚ୍ଚା ହୋଇଥିଲା। ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ଥିବା ଆନନ୍ଦପୁର ପାଇଁ ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ପୁଣି ଥରେ ଦଳ ପ୍ରାର୍ଥୀ କରିଛି। ତାଙ୍କ ପୁଅ ପ୍ରାର୍ଥୀ ହେବ ନେଇ କିଛି ଦିନ ଧରି ଚର୍ଚ୍ଚା ହେଉଥିଲା। ସେହିପରି ତେଲକୋଇ ସଂରକ୍ଷିତ ଆସନ ରେ ପୂର୍ବତନ ବିଧାୟକ ପ୍ରାଣ ବଲ୍ଲଭ ନାୟକଙ୍କ ପୁଅ ନିର୍ମଳ ନାୟକଙ୍କୁ ପ୍ରାର୍ଥୀ କରିଥିବାବେଳେ ଚମ୍ପୁଆ ସଂରକ୍ଷିତ ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ଏମ୍‌ପି ଯଶୋବନ୍ତ ସିଂ ଲାଗୁରିଙ୍କୁ ପ୍ରାର୍ଥୀ କରିଛି। ସଦର ନିର୍ବାଚନମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକଙ୍କ ସ୍ତ୍ରୀ ପ୍ରତିଭା ମଞ୍ଜରୀ ନାଏକଙ୍କୁ ପ୍ରାର୍ଥୀ କରିଥିବାବେଳେ ପାଟଣା ସଂରକ୍ଷିତ ନିର୍ବାଚନମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ ହୃଷିକେଶ ନାଏକଙ୍କୁ ପ୍ରାର୍ଥୀ କରିଛି। ସେ ଛଅ ଥର ବିଧାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri