୭୫ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ

ଭୁବନେଶ୍ୱର:୧୪।୪: ପବିତ୍ର ପଣା ସଂକ୍ରାନ୍ତି ଅବସରରେ କଂଗ୍ରେସ ରବିବାର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତାଲିକାରେ ୭୫ଜଣଙ୍କ ନାଁ ରହିଛି। ଭଣ୍ଡାରୀପୋଖରୀରୁ ନିରଞ୍ଜନ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆନନ୍ଦପୁରରୁ ଜୟଦେବ ଜେନା, ବାଙ୍କୀରୁ ଦେବାଶିଷ ପଟ୍ଟନାୟକ, ବେଗୁନିଆରୁ ପୃଥୀବଲ୍ଲଭ ପଟ୍ଟନାୟକଙ୍କୁ ଭରସା କରି କଂଗ୍ରେସ ପ୍ରାର୍ଥୀ କରିଛି। ପୂର୍ବରୁ କଂଗ୍ରେସ ୪୭ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଥିଲା । ଏବେ ମୋଟ ୧୨୨ ଆସନରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ସେହିପରି ମୋଟ ୧୭ ଲୋକ ସଭା ଆସନ ପାଇଁ ମଧ୍ୟ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଛି । ତେବେ ବାକି ଆସନ ପାଇଁ ମଧ୍ୟ ଖୁବ୍‌ ଶୀଘ୍ର ଦଳ ପ୍ରାର୍ଥୀ ଘୋଷଣା କରିପାରେ ବୋଲି ସୂଚନା ମିଳିଛି।

କଂଗ୍ରେସର ପ୍ରାର୍ଥୀ ତାଲିକା-

ଅତାବିରା- ଅଭିଷେକ ସେଠ

ତଳସରା- ଦେବେନ୍ଦ୍ର ଭିଟାରିଆ

କୁଚିଣ୍ଡା- କେଦାରନାଥ ବରିହା

ରେଙ୍ଗାଲି- ଦିଲୀପ ଦୁରିଆ

ସମ୍ବଲପୁର- ଦୁର୍ଗା ପ୍ରସାଦ ପାଢୀ

ରୋଖୋଲ- ଅସଫ ଅଲ୍ଲୀ ଖାନ

ଦେବଗଡ଼- ସେମ ହେମ୍ବ୍ରମ୍‌

ତେଲକୋଇ- ନିର୍ମଳ ଚନ୍ଦ୍ର ନାୟକ

ଘସିପୁରା- ସୁବ୍ରତ ଚକ୍ର

ଆନନ୍ଦପୁର- ଜୟଦେବ ଜେନା

ପାଟଣା- ହୃଷିକେଶ ନାଏକ

କେନ୍ଦୁଝର- ପ୍ରତିଭା ମଞ୍ଜରୀ ନାଏକ

ଚମ୍ପୁଆ- ଯଶୋବନ୍ତ ଲାଘୁରୀ

ଯଶୀପୁର- ଶ୍ୱେତା ଚତ୍ତର

ସାରସକଣା- ରାମକୁମାର ସୋରେନ

ରାଇରଙ୍ଗପୁର- ଯୋଗେନ୍ଦ୍ର ବନ୍‌ରା

ବାଙ୍ଗିରିପୋଷି- ମୁରଲୀଧର ନାଏକ

କରଞ୍ଜିଆ- ଲକ୍ଷ୍ମୀଧର ସିଂହ

ଉଦଳା- ଦୁର୍ଗାଚରଣ ଟୁଡୁ

ବାରିପଦା- ବାଦଲ ହେମ୍ବ୍ରମ୍‌

ମୋରଡ଼ା- ପ୍ରଭାସ କରମହାପାତ୍ର

ଭୋଗରାଇ- ସତ୍ୟଶିବ ଦାସ

ବସ୍ତା- ବିଜନ ନାୟକ

ରେମୁଣା- ସୁଦର୍ଶନ ଜେନା

ସୋର- ସୁବ୍ରତ ଧଡ୍ଡା

ସିମୁଳିଆ- ହିଂମାଶୁ ଶେଖର ବେହେରା

ଭଣ୍ଡାରୀପୋଖରୀ- ନିରଞ୍ଜନ ପଟ୍ଟନାୟକ

ଭଦ୍ରକ- ଅସିତ ପଟ୍ଟନାୟକ

ବାସୁଦେବପୁର- ଅଶୋକ ଦାସ

ଧାମନଗର- ରଞ୍ଜନ ବେହେରା

ଚାନ୍ଦବାଲି- ଅମୀୟ ମହାପାତ୍ର

ବିଞ୍ଝାରପୁର- କନକଲତା ମଲ୍ଲିକ

ବରୀ- ଆରତି ଦେଓ

ଧର୍ମଶାଳା- କିଶନ ପଣ୍ଡା


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri