ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ନୂଆପଡ଼ାରୁ ଲଢ଼ିବେ ଶରତ ପଟ୍ଟନାୟକ

ଭୁବନେଶ୍ୱର,୨।୪: ବିଜେଡି, ଭାଜପା ପରେ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ାରୁ ଲଢ଼ିବେ ।
ଜାଣନ୍ତୁ କିଏ କେଉଁଠୁ ଲଢିବେ…

ରାଉରକେଲା- ବୀରେନ୍ଦ୍ର ନାଥ ପଟ୍ଟନାୟକ, ରାଜଗାଙ୍ଗପୁର- ରାଜନ ଏକ୍କା
ଲୋଇସିଂହା- ଓମ ପ୍ରକାଶ କୁମ୍ଭାର, ପାଟଣାଗଡ଼- ଅନୀଲ ମେହେର
ବଲାଙ୍ଗୀର- ସମରେନ୍ଦ୍ର ମିଶ୍ର, କଣ୍ଟାବାଂଜି- ସନ୍ତୋଷ ସିଂ ସାଲୁଜା
ଉମରକୋଟ- ସନରାଜ ଗଣ୍ଡ, ଝରିଗାଁ- ହାରାବତୀ ଗଣ୍ଡ
ନବରଙ୍ଗପୁର- ଦିଲୀପ ପ୍ରଧାନୀ, ଡାବୁଗାଁ- ଲିପିକା ମାଝୀ
ଲାଞ୍ଜିଗଡ଼- ବଳଭଦ୍ର ମାଝୀ, ଜୁନାଗଡ଼- ତୁଳେଶ୍ବର ନାଏକ
ଧର୍ମଗଡ଼- ରଶ୍ମୀରେଖା ରାଉତ, ଭବାନୀପାଟଣା- ସାଗର ଦାସ
ନର୍ଲା- ଭକ୍ତ ଚରଣ ଦାସ, ବାଲିଗୁଡ଼ା- ସୁରଦ ପ୍ରଧାନ
ଜି.ଉଦୟଗିରି- ପ୍ରଫୁଲ୍ଲ ପ୍ରଧାନ, ଫୁଲବାଣୀ- ପ୍ରତିଭା କହଁର
କଣ୍ଟାମାଳ- ମନୋଜ ଆଚାର୍ଯ୍ୟ, ବୌଦ୍ଧ- ନବ ମିଶ୍ର
ଭଂଜନଗର- ପ୍ରଶାନ୍ତ ବିଷୋୟୀ, ପୋଲସରା- ଅଗସ୍ତୀ ବରଦା
କବିସୂର୍ଯ୍ୟନଗର- ଚିରଂଜୀବ ବିଷୋୟୀ, ସୋରଡ଼ା- ହରିକ୍ରିଷ୍ଣା ରଥ
ପଦ୍ମପୁର- ଟଙ୍କଧର ସାହୁ, ବିଜେପୁର- କିଶୋର ଦଫାଦାର
ବରଗଡ଼- ନିପନ ଦାସ, ଭଟଲୀ- ବ୍ରହ୍ମା ମହାକୁଡ଼
ବ୍ରଜରାଜନଗର- କିଶୋର ପଟେଲ, ତଳସରା- ପ୍ରବୋଧ ତିର୍କି
ସୁନ୍ଦରଗଡ଼- ସୁଧାରାଣୀ ରାଉଡ଼ିଆ, ରଘୁନାଥପାଲୀ- ଗୋପାଳ ଦାସ
ସାନଖେମୁଣ୍ଡି- ରମେଶ ଜେନା, ଚିକିଟି- ରବୀନ୍ଦ୍ର ଦ୍ୟାନସାମନ୍ତରାୟ
ମୋହନା- ଦାଶରଥୀ ଗମାଙ୍ଗ, ପାରଳାଖେମୁଣ୍ଡି- ବିଜୟ ପଟ୍ଟନାୟକ
ଗୁଣପୁର- ସତ୍ୟଜିତ ଗମାଙ୍ଗ, ବିଷମକଟକ- ନୀଳମାଧବ ହିକକା
ରାୟଗଡ଼ା- ଆପଲସ୍ବାମୀ କାଡ୍ରାକା, ଲକ୍ଷ୍ମୀପୁର- ପବିତ୍ର ସାଉଁନ୍ତା
କୋଟପାଡ଼- ଅନାମ ଦିଆନ, ଜୟପୁର- ତାରା ବାହିନୀପତି
କୋରାପୁଟ- କୃଷ୍ଣଚନ୍ଦ୍ର କୁଳଦୀପ, ପଟାଙ୍ଗୀ- ରାମଚନ୍ଦ୍ର କାଡ଼ାମ
ମାଲକାନଗିରି- ମାଲା ମାଢ଼ୀ, ଚିତ୍ରକୋଣ୍ଡା- ମଙ୍ଗୁ ଖିଲ


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?