କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ ହୋଇଛନ୍ତି। ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ପ୍ରସ୍ତାବର ଅନୁମୋଦନ ପୂର୍ବକ ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ଶ୍ରୀମତୀ ନାଏକଙ୍କୁ ଏହି ପଦବୀରେ ନିଯୁକ୍ତ କରିଥିବାବେଳେ ତାଙ୍କର ନିଯୁକ୍ତିରେ ଜିଲା ମହିଲା କଂଗ୍ରେସ ମହଲରେ ଖୁସିର ଲହରୀ ଦେଖିବାକୁ ମିଳିଛି। ସେହିପରି ନାଏକଙ୍କୁ ଏହି ପଦବୀରେ ନିଯୁକ୍ତି ପାଇଁ ଜିଲା କଂଗ୍ରେସ ସାଧାରଣ ସମ୍ପାଦକ ରମେଶ ପାତ୍ର, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ଲିତା ଆଚାର୍ଯ୍ୟ, ଗଣମାଧ୍ୟମ ଓ ଯୋଗାଯୋଗ ସେଲ ଅଧ୍ୟକ୍ଷ ସିଦ୍ଧେଶ୍ୱର ଗୁରୁ, ଜିଲା କଂଗ୍ରେସ ଓବିସି ସେଲ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ, ନଗର କଂଗ୍ରେସ ସଭାପତି ରେବତୀ ମୋହନ ପଟ୍ଟନାୟକ, ରିଆମାଳ ବ୍ଲକ କଂଗ୍ରେସ ସଭାପତି ସୁଶାନ୍ତ କୁମାର ସ୍ବାଇଁ, ତିଲେଇବଣି ବ୍ଲକ କଂଗ୍ରେସ ସଭାପତି ସୁରେନ୍ଦ୍ର କୁମାର ସାହୁ ଓ ବାରକୋଟ ବ୍ଲକ କଂଗ୍ରେସ ସଭାପତି ଯଶୋବନ୍ତ ସାହୁ ପ୍ରମୁଖ ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା, ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ, ଓଡିଶା ପ୍ରଭାରୀ ଡକ୍ଟର ଅଜୟ କୁମାର ଓ ଜିଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri