Posted inଜାତୀୟ

ନିର୍ବାଚନୀ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା କଂଗ୍ରେସ

ନୂଆଦିଲ୍ଲୀ,୨ା୧୨: ଛତିଶଗଡ, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ତେଲଙ୍ଗାନା ନିର୍ବାଚନ ଫଳାଫଳ ପୂର୍ବରୁ କଂଗ୍ରେସ ଶନିବାର ବିଧାୟକ ଦଳର ବୈଠକ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି।

ରାଜସ୍ଥାନରେ ଭୁପେନ୍ଦ୍ର ସିଂ ହୁଦା, ମଧୁସୂଦନ ମିଷ୍ଟ୍ରି, ମୁକୁଲ ୱାସନିକ ଏବଂ ଶକିଲ ଅହମ୍ମଦ ଖାନଙ୍କୁ ତଦାରଖ ଦାୟିତ୍ୱ ଦିଆଯାଇଛି। ତେଲଙ୍ଗାନାରେ ଏହି ଦାୟିତ୍ୱ କର୍ଣ୍ଣାଟକର ଡେପୁଟି ସିଏମ୍ ଡି.କେ ଶିବକୁମାର, ଦୀପା ଦାସମୁନ୍ସି, ଡକ୍ଟର ଅଜୟ କୁମାର, କେ ମୁରଲୀଧରନ୍ ଏବଂ କେଜେ ଜର୍ଜଙ୍କୁ ଦିଆଯାଇଛି।

ସେହିପରି ଅଜୟ ମାକେନ୍, ରମେଶ ଚେନ୍ନାଇଥାଲା ଏବଂ ପ୍ରୀତମ ସିଂଙ୍କୁ ଛତିଶଗଡରେ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛି। ଏହା ବ୍ୟତୀତ ମଧ୍ୟପ୍ରଦେଶରେ ଦଳ କଂଗ୍ରେସ ସାଂସଦ ଅଧୀର ରଂଜନ ଚୌଧୁରୀ, ପ୍ରୀତିରାଜ ଚୋୖହ୍ୱାନ, ରାଜୀବ ଶୁକ୍ଲା ଏବଂ ଚନ୍ଦ୍ରକାନ୍ତ ହ୍ୟାଣ୍ଡୋରଙ୍କୁ ଦାୟିତ୍ୱ ମିଳିଛି। ମିଡିଆ ପର୍ଯ୍ୟବେକ୍ଷକ ନିଯୁକ୍ତ ହେବା ପୂର୍ବରୁ ରାହୁଲ ଗାନ୍ଧୀ ଦଳର ବରିଷ୍ଠ ନେତୃତ୍ୱ ମାନଙ୍କ ସହିତ ବୈଠକ କରି ସେମାନଙ୍କୁ ସତର୍କ ରହିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri