Posted inଜାତୀୟ

ମୋଦିଙ୍କ ଚୁପର ପରିଣାମ ଭୋଗୁଛି ଦେଶ: କଂଗ୍ରେସ

ନୂଆଦିଲ୍ଲୀ,୪।୪: ଚାଇନା ଦ୍ୱାରା ଅରୁଣାଚଳ ପ୍ରଦେଶର କିଛି ସ୍ଥାନର ନାମ ରଖାଯିବା ପରେ ଏବେ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସ କହିଛି କି ଚାଇନାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା କ୍ଲିନ ଚିଟ ଦିଆଯାଇଥିଲା। ଚାଇନାର ଏଭଳି କାର୍ଯ୍ୟକଳାପକୁ ନେଇ ପ୍ରଧାନମନ୍ତ୍ରୀ ଚୁପ ରହିବାକୁ ନେଇ ବି କଂଗ୍ରେସ ପ୍ରଶ୍ନ ଉଠାଇଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି କି ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଚାଇନାକୁ କ୍ଲିନ ଚିଟ ଦିଆଯିବାର ପରିଣାମ ଭୋଗୁଛି ଦେଶ।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କ ଟୁଇଟରେ ଲେଖିଛନ୍ତି କି ‘ତୃତୀୟ ଥର ଚାଇନା ଦୁଃସାହସ କରି ଅରୁଣାଚଳ ପ୍ରଦେଶରେ ଆମ ଅଞ୍ଚଳର ନାମକରଣ କରିଛି। ୨୧ ଏପ୍ରିଲ ୨୦୧୭ରେ ୬ଟି ସ୍ଥାନ, ୩୦ ଡିସେମ୍ବର ୨୦୨୧ରେ ୧୫ଟି ସ୍ଥାନ ଓ ୩ ଏପ୍ରିଲ ୨୦୨୩ରେ ୧୧ ସ୍ଥାନର ନାମ ରଖିଛି ଚାଇନା। ଅରୁଣାଚଳ ପ୍ରଦେଶ ଭାରତର ଅଭିନ୍ନ ଅଙ୍ଗ। ଗଲଓ୍ବାନ ଘଟଣା ପରେ ପ୍ରଧାନମନ୍ତ୍ରୀ ମୋଦି ଚାଇନାକୁ ଯେଉଁ କ୍ଲିନ ଚିଟ ଦେଇଥିଲେ ଏବେ ତା’ର ପରିଣାମ ଦେଶ ଭୋଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri