Posted inଜାତୀୟ

ଅନ୍ନଦାତାଙ୍କ ଭାରତ ବନ୍ଦକୁ ସମର୍ଥନ କଲା କଂଗ୍ରେସ: ଡିସେମ୍ବର  ୮ରେ ଦଳୀୟ କାର୍ଯ୍ୟାଳୟରେ କରାଯିବ ପ୍ରଦର୍ଶନ

ନୂଆଦିଲ୍ଲୀ, ୬।୧୨: ଦେଶବ୍ୟାପୀ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ କଂଗ୍ରେସର ସମର୍ଥନ ମିଳିଛି। ଡିସେମ୍ବର ୮ରେ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାରେ କଂଗ୍ରେସ ସାମିଲ୍‌ ହେବ। ଦଳୀୟ କାର୍ଯ୍ୟାଳୟରେ ଏନେଇ ପ୍ରଦର୍ଶନ କରାଯିବ ବୋଲି କଂଗ୍ରେସ ପ୍ରବକ୍ତା ପଓ୍ବନ ଖେରା ରବିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଦଳ ଭାରତ ବନ୍ଦକୁ ସଫଳ କରାଇବାର ଉଦ୍ୟମ କରିବ ବୋଲି ସେ କହିଛନ୍ତି। ଅନ୍ନଦାତାଙ୍କ ପାଇଁ ଲାଗୁ ହୋଇଥିବା କଳା ଆଇନକୁ କେନ୍ଦ୍ର ସରକାର ଶୀଘ୍ର ଫେରାଇ ନେବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri