Posted inଜାତୀୟ

କଂଗ୍ରେସର ଭାରତ ଯୋଡୋ ଯାତ୍ରାକୁ ପୂରଣ ହେଲା ୧୦୦ ଦିନ, ଜୟପୁରରେ ପ୍ରେସ କନଫରେନ୍ସ କରିବେ ରାହୁଲ

ନୂଆଦିଲ୍ଲୀ,୧୬ ।୧୨: କଂଗ୍ରେସର ଭାରତ ଯୋଡୋ ଯାତ୍ରାକୁ ୧୬ ଡିସେମ୍ବର ଅର୍ଥାତ୍ ଶୁକ୍ରବାର ୧୦୦ ଦିନ ପୂରଣ ହୋଇଛି । ଏହାରି ଭିତରେ ରାହୁଲ ଗାନ୍ଧୀ ୨୮୦୦ କିଲୋମିଟରରୁ ଅଧିକ ବାଟ ଅତିକ୍ରମ କରି ସାରିଲେଣି । ଭାରତ ଯୋଡୋ ଯାତ୍ରା ଏବେ ୭ଟି ରାଜ୍ୟ ଅତିକ୍ରମ କରି ସାରିଲାଣି । ଏଥିମଧ୍ୟରେ ରହିଛି ତାମିଲନାଡୁ, କେରଳ, କର୍ନାଟକ, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ ଆଉ ଏବେ ୮ମ ରାଜ୍ୟ ରାଜସ୍ଥାନ ରହିଛି । ଭାରତ ଯୋଡୋ ଯାତ୍ରାର ୧୦୦ ଦିନ ଏଥିପାଇଁ ମହତ୍ୱପୂର୍ଣ୍ଣ କାରଣ ଆଜିର ଦିନକୁ କଂଗ୍ରେସ ବିଜୟ ଦିବସ ଭାବେ ପାଳନ କରୁଛି ।
ଶୁକ୍ରବାର ଭାରତ ଯୋଡୋ ଯାତ୍ରାକୁ ୧୦୦ଦିନ ପୂରଣ ହେବା ଅବସରରେ ରାହୁଲ ଗାନ୍ଧୀ ଜୟପୁରରେ ତାଙ୍କର ଅଷ୍ଟମ ପ୍ରେସ କନଫରେନ୍ସ ବି କରିବେ । ଏହି ସମୟରେ ଖବରଦାତାଙ୍କ ସହ ସେ ଦେଶର ବିଭିନ୍ନ ଚ୍ୟାଲେଞ୍ଜକୁ ନେଇ କଥା ହେବେ ଏହାସହ ଭାରତ ଯୋଡୋ ଯାତ୍ରାର ଅନୁଭୁତି ବି ଶେୟାର କରିବେ । ଏହାସହ ଶୁକ୍ରବାର ଯାତ୍ରାର ନୂଆ ଥିମ ସଙ୍ଗ ବି ଲଞ୍ଚ କରାଯିବାର ଯୋଜନା ରହିଛି । ଏହି ଥିମ ସଙ୍ଗର ଗୀତିକାର ଗୁଲଜାର, ସଙ୍ଗିତକାର ବିଶାଲ ଭରଦ୍ୱାଜ ଓ ଗାୟକ ସୁଖବିନ୍ଦର ସିଂ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ,୨୯l୬(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri