Posted inଜାତୀୟ

ଇଂରେଜଙ୍କ ତୁଳନାରେ ଦେଶବାସୀଙ୍କ ଅଧିକ ରକ୍ତ ଶୋଷିଛନ୍ତି କଂଗ୍ରେସ-ଭାଜପା: କେଜରିଓ୍ବାଲ…

ଗ୍ବାଲିୟର,୧।୭ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି) ସୁପ୍ରିମୋ ଅରବିନ୍ଦ କେଜରିୱାଲ ଶନିବାର ମଧ୍ୟପ୍ରଦେଶର ଗ୍ବାଲିୟରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି ଯେଉଁଥିରେ ସେ ଉଭୟ ଭାଜପା-କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଆଜି ମଧ୍ୟପ୍ରଦେଶ ବ୍ୟାପମ ସ୍କାମ ଯୋଗୁ ଜଣାଶୁଣା। ଦିଲ୍ଲୀ ଏକଦା ସିଡବ୍ଲୁଜି ଏବଂ ଟୁ ଜିସ୍କାମ ନାମରେ ମଧ୍ୟ ଜଣାଶୁଣା ଥିଲା। କିନ୍ତୁ ବର୍ତ୍ତମାନ ବହୁ କଥା ବଦଳିଛି ଏବଂ ଏହା ସହିତ ଦିଲ୍ଲୀର ପରିଚୟ ମଧ୍ୟ ବଦଳି ଯାଇଛି।

ରିପୋର୍ଟ ଅନୁଯାୟୀ, ଶାସନ କାଳରେ ଘଟିଥିବା ଦୁର୍ନୀତି ନେଇ କେଜରିୱାଲ ଉଭୟ କଂଗ୍ରେସ ଏବଂ ଭାଜପାକୁ କଟାକ୍ଷ କରିଛନ୍ତି। ଇଂରେଜମାନେ ମଧ୍ୟ ଲୋକଙ୍କ ରକ୍ତ ଶୋଷି ଥିଲେ। ତେବେ ଇଂରେଜଙ୍କ ତୁଳନାରେ ଭାଜପା ଏବଂ କଂଗ୍ରେସ ଦେଶବାସୀଙ୍କ ରକ୍ତ ଅଧିକ ଶୋଷିଛନ୍ତି। ଆଜି ପର୍ଯ୍ୟନ୍ତ ଖାଦ୍ୟ ସାମଗ୍ରୀ ଉପରେ ଉପରେ କୌଣସି ଟିକସ ଲାଗୁ କରାଯାଇ ନ ଥିଲା। କିନ୍ତୁ ବର୍ତ୍ତମାନ ଏହା ଲାଗୁ ହୋଇଛି। ଭାଜପା ୧୧ ଲକ୍ଷ କୋଟି ଟଙ୍କା ଲୁଟ କରିଛି। ସରକାର ଏହି କାର୍ଯ୍ୟ କରିଛନ୍ତି ଏବଂ ମନୀଷ ସିସୋଡିଆଙ୍କୁ ଜେଲରେ ରଖାଯାଇଛି।

ରାଜ୍ୟର ଲୋକେ ଭୋଟ ଦେଇ ଏଏପିକୁ କ୍ଷମତାକୁ ଆଣିବାକୁ ସେ ଅନୁରୋଧ କରିଛନ୍ତି। ଏହା ସହିତ କଂଗ୍ରେସ ଏବଂ ଭାଜପାକୁ କଡ଼ା ଜବାବ ଦେବାକୁ ସେ ଆହ୍ବାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?