ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବ୍ଲକ ଘେରାଉ

କେନ୍ଦୁଝର,୭ା୭(ସ୍ବ.ପ୍ର.): ପେଟ୍ରୋଲ, ଡିଜେଲ, ଗ୍ୟାସ ଦର ବୃଦ୍ଧି ପ୍ରତିବାଦ କଂଗ୍ରେସ ବ୍ଲକ ଘେରାଉ କରିଛି। ଏତଦ୍‌ବ୍ୟତୀତ ଧାନ ମୂଲ୍ୟ ୨୯୨୯ ଟଙ୍କା ବୃଦ୍ଧି ଓ ଧାନ କିଣା ଅବଧିକୁ ଜୁଲାଇ ୨୫କୁ ବୃଦ୍ଧି ଦାବିରେ ସଦର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଜିଲା ସଭାପତି ବିପ୍ଲବ ମିଶ୍ର, ସଭାନେତ୍ରୀ ସଙ୍ଗୀତା ସିଂହ, ସଦର ବ୍ଲକ ସଭାପତି ଉତ୍ତମ ସାହୁଙ୍କ ସମେତ ବହୁ କର୍ମୀ ସାମିଲ ଥିଲେ। ଜିଲା କଂଗ୍ରେସ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରା ବାହାରି ସଦର ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଘେରାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଡ଼ା ଫାର୍ମ ପ୍ରଦୂଷଣ ବିବାଦ ବଢ଼ିଲା

ଭାପୁର, ୩।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର...

ଭତାର ଲାଗି ପଁଚେତ୍‌ରୁ ବ୍ଲକ ନରଦି ନିହାଲ

ତଳଗାଁ,୭।୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଅନେକ ବୁଢ଼ାବୁଢ଼ି ମଧୁବାବୁ ପେନ୍‌ସନ ଯୋଜନାରୁ ବଁଚିତ୍‌ ଥିବାର ଅଭିଯୋଗ ହେଉଛେ। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ...

କନଷ୍ଟେବଲଙ୍କୁ ସୁରକ୍ଷା ଦେଉଛି ପୋଲିସ ବିଭାଗ

ସମ୍ବଲପୁର,୨୨।୨(ବ୍ୟୁରୋ): ପୁଣି ବିବାଦ ଘେରକୁ ଆସିଛି ଝାରସୁଗୁଡା ଜିଲା ପୋଲିସ। ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ବ୍ରଜରାଜନଗର ଗାନ୍ଧୀଛକ ଫାଣ୍ଡି ଏଏସ୍‌ଆଇ ଗୋପାଳ ଦାସ ହତ୍ୟା...

ରାସ୍ତାରୋକୋରୁ ଓହରିଲା ଭାଜପା, ଭାଙ୍ଗିଲା ଡିଭାଇଡର

ସମ୍ବଲପୁର,୧୭ା୧(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଛକରେ ପୋଲିସ ଅନୁମୋଦନକ୍ରମେ ଏନ୍‌ଏଚ୍‌ଏଆଇ ପକ୍ଷରୁ ରାସ୍ତା ମଝିରେ କଂକ୍ରିଟ ଡିଭାଇଡର କରି ଛକ ରାସ୍ତା ବନ୍ଦ କରିଦିଆଯାଇଥିଲା। ଯାତ୍ରୀଙ୍କ ସମସ୍ୟାକୁ...

ନବବଧୂ ହତ୍ୟା ମାମଲା: ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୨୫।୨: ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଯୌତୁକ ଜନିତ ନବବଧୂ ହତ୍ୟା ମାମଲାରେ ଗୋଟିଏ ପରିବାରର...

ଦୁଇ ସ୍ଥାନରୁ ୬ ଲକ୍ଷ ୪୦ ହଜାର ଲୁଟ୍‌

ଭଦ୍ରକ ଅଫିସ, ୨୮।୧୦ : ଭଦ୍ରକ ଜିଲାର ଦୁଇଟି ସ୍ଥାନରୁ ସୋମବାର ଲୁଟେରାମାନେ ୬ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ତରିକା...

ସଚେତନତା ଲାଗି କଳାକୃତି

ସୋର, ୭ା୬(ଡି.ଏନ.ଏ.)-ସୋର ଉତ୍ତରେଶ୍ୱରସ୍ଥିତ ଏଲ୍‌ଏନ୍‌ ଆର୍ଟସ ପକ୍ଷରୁ କରୋନା ସଚେତନତା ଓ ପରବର୍ତ୍ତୀ ବିଶ୍ୱର କାୟାକଳ୍ପ ନେଇ ଏକ ସୃଜନାତ୍ମକ କଳା ଭାସ୍କର୍ଯ୍ୟ ପ୍ରଦର୍ଶନୀ ଓଡିଶା...

ଅନୁଗୋଳରେ ପୁଣି ୨ କରୋନା ରୋଗୀ ଚିହ୍ନଟ: ୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୧୭ରେ...

Advertisement
Archives

Model This Week