Posted inଜାତୀୟ

ଭାଜପା ନେତାଙ୍କୁ ବାଂଲାଦେଶୀ କହିଲା କଂଗ୍ରେସ

ମୁମ୍ବାଇ,୨୦।୨: କଂଗ୍ରେସକୁ ଭାଜପା ସଂଖ୍ୟାଲଘୁ ତୁଷ୍ଟିକରଣ ଦଳ ବୋଲି କହିଆସୁଥିଲା। ତେବେ ଏବେ କଂଗ୍ରେସ ଭାଜପା ଉପରେ ସଂଘ ଜେହାଦ ବୃଦ୍ଧି କରାଉଥିବା ଅଭିଯୋଗ ଆଣିଛି। ଉତ୍ତର ମୁମ୍ବାଇର ଭାଜପା ସଂଖ୍ୟାଲଘୁ ସେଲର ଅଧ୍ୟକ୍ଷ ରୁବେଲ ଶେଖ୍‌ଙ୍କୁ ମହାରାଷ୍ଟ୍ର କଂଗ୍ରେସ ପ୍ରବକ୍ତା ସଚିନ ସାଓ୍ବନ୍ତ ବାଂଲାଦେଶୀ ବୋଲି କହିଛନ୍ତି। ଏନେଇ ରାଜ୍ୟର ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ଏପରି କରି ଭାଜପା ଆଗାମୀ ଦିନରେ ସିଏଏରେ କିଛି ପରିବର୍ତ୍ତନ ଆଣୁଛି କି ବୋଲି ସଚିନ ପ୍ରଶ୍ନ କରିଛନ୍ତି। ଏହି ଅଭିଯୋଗକୁ ଭାଜପା ନେତା ରାମ କଦମ୍‌ ଖଣ୍ଡନ କରିବା ସହିତ କଂଗ୍ରେସ ମନଗଢ଼ା କାହାଣୀ ତିଆରି କରିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧ

ଗାନ୍ଧୀନଗର,୨୮।୨: ଦେଶରେ ବଢ଼ିଲା ଅମୁଲ ଦୁଗ୍ଧର ଦାମ୍‌। ସମଗ୍ର ଦେଶର ବଜାରରେ ଦୁଗ୍ଧର ଦାମ୍‌ ଲିଟର ପିଛା ୨ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି ଅମୁଲ।...

ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ: ହାଇକୋର୍ଟଙ୍କ ପ୍ରଶ୍ନ ଏଥିପାଇଁ ଦାୟୀ କିଏ

ଲକ୍ଷ୍ନୌ,୨୮।୪: ଉତ୍ତର ପ୍ରଦେଶରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। କରୋନା ସଙ୍କଟ ମଧ୍ୟରେ ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ...

ମାଡ଼ି ଆସୁଛି ନୂଆ ବିପଦ: ଦିଲ୍ଲୀ ପାଲଟିଛି ମଶା ରାଜଧାନୀ

ନୂଆଦିଲ୍ଲୀ,୭।୪: କରୋନା ସଂକ୍ରମଣ ନେଇ ଦିଲ୍ଲୀର ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏବେ କରୋନା ସହିତ ଦିଲ୍ଲୀରେ ନୂଆ ବିପଦ ମାଡ଼ି ଆସୁଛି। ରାଜଧାନୀ ଦିଲ୍ଲୀରେ...

୨୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି...

ଆସ୍ଥାଭୋଟ ଦାବିକଲା ଭାଜପା

ମୁମ୍ବାଇ/ଗୁଆହାଟୀ,୨୯ା୬: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ସରକାରରେ ଅସ୍ଥିରତା ସୃଷ୍ଟି ପାଇଁ ଭାଜପା ଉଦ୍ୟମ କରୁନାହିଁ ବୋଲି ଦଳ ପକ୍ଷରୁ ବାରମ୍ବାର ସଫେଇ ଦିଆଯାଉଥିବାବେଳେ ଏବେ...

ଘାଘରା ନଦୀରେ ଡଙ୍ଗା ବୁଡ଼ି ଘଟଣା: ୪ମହିଳା ନିଖୋଜ

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶ ସନ୍ଥକବୀରନଗର ଜିଲାରେ ଥିବା ଘାଘରା ନଦୀର ରାମବାଗ ଘାଟରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ନଦୀରେ ଡଙ୍ଗାଟି ଭାରସାମ୍ୟ ହରାଇ ଓଲଟିପଡ଼ିବାରୁ...

ନଜରବନ୍ଦୀ ନେତାଙ୍କ ପାଇଁ ହରଡ଼ଘଣାରେ ସରକାର: ୩ ମାସରେ ଖର୍ଚ୍ଚ ହେଲାଣି ୨ କୋଟି ୬୫ ହଜାର

ଶ୍ରୀନଗର,୫।୧୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଶାନ୍ତି ଶୃଙ୍ଖଳା ଏବଂ ଯେକୌଣସି ଅଭାବନୀୟ ସ୍ଥିତିକୁ ଏଡ଼ାଇବା ପାଇଁ ସରକାର କେତେକ ରାଜନେତାଙ୍କୁ ନଜରବନ୍ଦୀ କରିଥିଲେ।...

ପ୍ରଧାନମନ୍ତ୍ରୀ ମୋଦିଙ୍କ କେଦାରନାଥ ଗସ୍ତ, ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ ସଜା ହେଲା ମନ୍ଦିର

ଡେରାଡୁନ,୪ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ନଭେମ୍ବର ଅର୍ଥାତ୍ ଶୁକ୍ରବାର କେଦାରନାଥ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କେଦାରନାଥରେ...

Advertisement
Archives

Model This Week