Posted inଜାତୀୟ

କଂଗ୍ରେସ ନେତାଙ୍କୁ ଝଟକା, ନିର୍ବାଚନ ମଣ୍ଡଳି ଗସ୍ତ ଉପରେ ରୋକ ଲଗାଇଲେ କୋର୍ଟ

ନୂଆଦିଲ୍ଲୀ,୧୮।୪: କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ନେତାଙ୍କୁ ବଡ ଝଟକା ଲାଗିଛି। କର୍ନାଟକର ସ୍ପେଶାଲ କୋର୍ଟ କଂଗ୍ରେସର ଜଣେ ନେତାଙ୍କୁ ତାଙ୍କ ନିଜ ବିଧାନସଭା ମଣ୍ଡଳି ଗସ୍ତ କରିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି ପ୍ରାର୍ଥୀଙ୍କ ଉପରେ ହତ୍ୟା ଅଭିଯୋଗ ରହିଛି।
ସୂଚନାଯୋଗ୍ୟ, କର୍ନାଟକର ଧାରବାଡ ବିଧାନସଭା ଅଞ୍ଚଳରେ କଂଗ୍ରେସ ବିଜୟ କୁଲକର୍ନିଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା। ଏହାପରେ କର୍ନାଟକର ସ୍ପେଶାଲ କୋର୍ଟ ମଙ୍ଗଳବାର ବିଜୟ କୁଲକର୍ନିିଙ୍କ ବିରୋଧରେ ଆଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି ବିଜୟଙ୍କୁ ଧାରବାଡ ଯିବା ଉପରେ ରୋକ ଲଗାଯାଇଛି। ଧାରବାଡ ହେଉଛି ସେହି ସ୍ଥାନ ଯେଉଁଠୁ ବିଜୟଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିଲା। ବିଜୟଙ୍କ ଉପରେ ଅଭିଯୋଗ ରହିଛି କି ସେ ଭାଜପା ଜିଲା ପଞ୍ଚାୟତ ସଦସ୍ୟ ଯୋଗେଶ ଗୋବଡାଙ୍କୁ ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri