Posted inଜାତୀୟ

ସଭାମଞ୍ଚରୁ ଖସିପଡିଲେ କଂଗ୍ରେସ ନେତା

ପାଟନା,୩୦।୧୦: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏବେ ପ୍ରଚାର ଜୋରଦାର ଚାଲିଛି। ଜଲେ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିବା କଂଗ୍ରେସ ପ୍ରାର୍ଥୀ ମଶକୁର ଅହମ୍ମଦ ଉସମାନୀ ଦରଭଙ୍ଗାରେ ପ୍ରଚାର କରୁଥିବା ବେଳେ ମଞ୍ଚରୁ ଖସିପଡିଛନ୍ତି। ଯାହାର ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହୋଇଛି। ଏହା ଦେଖି ଉପସ୍ଥିତ ଲୋକେ ତାଙ୍କୁ ଉଠାଇଥିଲେ। ସୂଚନାଯୋଗ୍ୟ, କଂଗ୍ରେସ ୨୦୨୦ ବିହାର ବିଧାନସଭା ନିର୍ବାଚନରେ ରାଷ୍ଟ୍ରିୟ ଜନତା ଦଳ (ଆରଜେଡି), କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ, କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ମାର୍କ୍ସବାଦୀ) ଏବଂ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ଏମ୍‌ଏଲ୍‌) (ଏଲ୍‌) ସହ ମିଶି ଲଢୁଛି। ଅକ୍ଟୋବର ୨୮ରେ ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏବେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ହେବାକୁ ବାକି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ…

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri