ପ୍ରାର୍ଥୀ ଶେୟାର କଲେ ଛିଣ୍ଡା ଚପଲ: କହିଲେ, ସରିଲା ନିର୍ବାଚନ ପ୍ରଚାର

ଚେନ୍ନାଇ,୬।୪: ତାମିଲନାଡୁରେ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। କରୋନା ନିୟମ ପାଳନ କରି ସକାଳୁ ମତଦାତାମାନେ ଲାଇନ୍‌ରେ ଠିଆ ହୋଇ ମତଦାନ କରିଛନ୍ତି। ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ପାଇଁ ଗତ କିଛି ଦିନରୁ ରାଜନୈତିକ ସରଗରମ ରହିଥିଲା। ତେବେ ରବିବାର ସନ୍ଧ୍ୟାରେ ନିର୍ବାଚନୀ ପ୍ରଚାର ଶେଷ ହୋଇଥିଲା। ପ୍ରଚାର ଶେଷ ହେବା ପରେ ଓମଲୁର ଆସନରୁ ଥିବା କଂଗ୍ରେସ ପ୍ରାର୍ଥୀ ମୋହନ କୁମାରମଙ୍ଗଳମ୍‌ ଟୁଇଟରରେ ଗୋଟିଏ ହଳ ଛିଣ୍ଡା ଚପଲର ଫଟୋ ଶେୟାର କରିଛନ୍ତି। ଏଥିସହ କ୍ୟାପସନରେ ଲେଖିଛନ୍ତି, ସରିଲା ନିର୍ବାଚନୀ ପ୍ରଚାର। ବେଶ୍‌ ସଚ୍ଚୋଟତାର ସହ ମୁଁ ମୋ କାର୍ଯ୍ୟ କରିଛି ବୋଲି ମୋହନ କହିଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଚପଲକୁ ନିର୍ବାଚନ ପ୍ରଚାର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ସେ ଏହି ଚପଲକୁ ପିନ୍ଧି ପ୍ରଚାର କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭେଲୋର ଆସନରେ ନିର୍ବାଚନ ବାତିଲ

ନୂଆଦିଲ୍ଲୀ,୧୭ା୪: ତାମିଲନାଡୁର ଭେଲୋର ଲୋକ ସଭା ଆସନରେ ନିର୍ବାଚନ ବାତିଲ କରିଦିଆଯାଇଥିବା ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ମାସ ପ୍ରାରମ୍ଭରେ ଜଣେ ଡିଏମ୍‌କେ...

ଭିନ୍ନକ୍ଷମ ଭୋଟରଙ୍କ ପାଇଁ ପାଲିଙ୍କିର ବ୍ୟବସ୍ଥା କଲେ ନିର୍ବାଚନ କମିଶନ

ନାହାନ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ରବିବାର ଚାଲିଥିବା ବେଳେ ଏଥିରେ ଭିନ୍ନକ୍ଷମମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନେ କିପରି ସୁରୁଖୁରୁରେ...

କମେଡିଆନ ଫାରୁକିଙ୍କୁ ସମର୍ଥନ ଜଣାଇଲା କଂଗ୍ରେସ

ମୁମ୍ବାଇ,୧୯।୧୨: ବିବାଦରେ ଘେରି ହୋଇଥିବା ଷ୍ଟାଣ୍ଡ୍‌ଅପ୍‌ କମେଡିଆନ ମୁନାଓ୍ବର ଫାରୁକି ଶନିବାର ମୁମ୍ବାଇରେ ଏକ ଶୋରେ ପରର୍ଫମ କରିଛନ୍ତି। ଏହି ଇଭେଣ୍ଟର ଆୟୋଜନ କରିଥିଲା ଏଆଇପିସି,...

ମୋଦିଙ୍କୁ ପତ୍ର ଲେଖିଲେ ସୁବ୍ରମଣ୍ୟନ: ରାମ ମନ୍ଦିର ପାଇଁ ଅଯୋଧ୍ୟା ଜମି ଦିଆଯାଉ

ନୂଆଦିଲ୍ଲୀ,୩ା୬(ପି.ଟି.): ରାମ ମନ୍ଦିର ନିର୍ମାଣ ଲାଗି ଅଯୋଧ୍ୟାରେ ଜମି ଯୋଗାଇ ଦେବା ସହ ରାମ ସେତୁକୁ ଜାତୀୟ ଐତିହ୍ୟ ସ୍ମାରକୀ ଭାବେ ଘୋଷଣା କରିବା ଲାଗି...

୧୦୫ ଲୋକ ସଭା ଆସନରେ ଭାଜପାକୁ ହରାଇବା ବିରୋଧୀଙ୍କ ପାଇଁ କାଠିକର ପାଠ

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱାଧୀନ ଏନଡିଏ ୨୦୨୪ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏକ ରାଜନୈତିକ ଯୁଦ୍ଧଭେରି...

ଉଡ଼ନ୍ତା କୁମ୍ଭୀର, ଭିଡିଓ ଦେଖିଲେ…

ମୌସୁମୀ ଅନେକ ଲୋକଙ୍କ ପାଇଁ ଉତ୍ସାହ ଆଣିଦେଇଥାଏ। ଏହି ସମୟରେ କୃଷକମାନେ ବହୁତ ଖୁସି ହୁଅନ୍ତି। କାରଣ କୃଷକମାନେ ଉତ୍ତମ କୃଷି ଆଶା କରିଥାନ୍ତି। ଏହି...

କରୋନା ପାଇଁ ସାମାଜିକ ଦୂରତା: ଦୀକ୍ଷାନ୍ତ ସମାରୋହରେ ଡିଗ୍ରୀ ପ୍ରମାଣପତ୍ର ଗ୍ରହଣ କଲା ରୋବୋ

ଟୋକିଓ,୫ ।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି । ଏଥିରୁ ସୁରକ୍ଷିତ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଉପରେ...

ଗଣବଳାତ୍କାର ଶିକାର ହେଲେ ନାବାଳିକା

ମୁମ୍ବାଇ,୧୫।୧୧: ମହାରାଷ୍ଟର ବିଡ ଅଞ୍ଚଳରେ ଏକ ଅଭାବନୀୟ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକା ବିବାହିତା ଯୁବତୀଙ୍କୁ ଦୀର୍ଘ ୬ମାସ ଧରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ...

Advertisement
Archives

Model This Week