Posted inଜାତୀୟ

ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ-ଏଲଆଇପି ସମର୍ଥକ ମୁହାଁମୁହିଁ

ଚଣ୍ଡିଗଡ଼,୮ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାର କାର୍ଯ୍ୟ ଯୋରସୋରରେ ଚାଲିଛି । ଇତିମଧ୍ୟରେ ସୋମବାର ରାତିରେ ଆତ୍ମ ନଗର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ କମଲଜିତ ସିଂ କରୱାଲ ଓ ଲୋକ ଇଂସାଫ ଦଳର ବିଧାୟକ ସିରମଜିତ ସିଂ ବେନଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛନ୍ତି । ଏହି ସଂଘର୍ଷରେ ୩ ଜଣ ଆହତ ହୋଇଥିବା ବେଳେ ୫ ଗାଡି ଭଙ୍ଗାରୁଜା ହୋଇଛି ।
କମଲଜିତ କହିଛନ୍ତି ସବୁ ବିବାଦର ଆରମ୍ଭ ସିମରଜିତ ସିଂ ବେନଙ୍କ ସମର୍ଥକମାନେ କରିଛନ୍ତି । ସେ କହିଛନ୍ତି ନିଜ ସମର୍ଥକଙ୍କ ସହ ରାତିରେ ଢାବା ରୋଡସ୍ଥିତ ଅଫିସରେ ବସି ବୈଠକ କରିଥିଲେ । ଏହାପରେ ବେନ ତାଙ୍କ ପ୍ରୁଅ ଓ ୫୦ ସମର୍ଥକଙ୍କ ସହ ସେଠାରେ ପହଞ୍ଚି ମାରପିଟ ଆରମ୍ଭ କରିଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ବେନଙ୍କ ସମର୍ଥକଙ୍କ ପାଖରେ ଲାଠି ଓ ଲୁହା ରଡ ବି ଥିଲା ଯେଉଁଥିରେ ସେମାନେ ପ୍ରଥମେ ଆକ୍ରମଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏଏପିକୁ ଜାତୀୟ ମାନ୍ୟତା: ଦିଲ୍ଲୀ-ପଞ୍ଜାବରେ ସରକାର…

ନୂଆଦିଲ୍ଲୀ,୨୧।୩ : ବର୍ତ୍ତମାନ ଅନୁମାନ କରାଯାଉଛି ଗୁଜରାଟର ଫଳାଫଳ ପରେ ଆମ ଆଦମୀ ପାର୍ଟି ଜାତୀୟ ଦଳର ମାନ୍ୟତା ପାଇଁ ଥିବା ସର୍ତ୍ତ ପୂରଣ କରିଛି।...

ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ୯ ଭାଷାରେ ରାୟ

ନୂଆଦିଲ୍ଲୀ,୨୫ା୭(ପି.ଟି.): ସୁପ୍ରିମକୋର୍ଟଙ୍କ ରାୟ ଦେଶର ୯ଟି ଆଞ୍ଚଳିକ ଭାଷାରେ ଅନୁବାଦ କରାଯାଇ କୋର୍ଟ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଇଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ...

ଅସମ୍ଭବକୁ ସମ୍ଭବ କରିଛି ଭାରତ: ଦେଶରେ ପ୍ରସ୍ତୁତ ହେଉଛି ୩ କରୋନା ଟୀକା

ନୂଆଦିଲ୍ଲୀ, ୧୫।୮: କରୋନା ମହାମାରୀ ଲଢ଼େଇରେ ଭାରତ ଆଗୁଆ ରହିଛି। ଅସମ୍ଭବକୁ ଭାରତ ସମ୍ଭବ କରି ଦେଖାଇଛି। କରୋନାର ପ୍ରତିରୋଧ ପାଇଁ ଦେଶରେ ୩ ଟି...

ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ: ଜଣେ ମୃତ

ସୀତାମଢି,୧୨ ।୬: ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ସୀମାରେ ଦୁଇ ଦେଶ ମଧ୍ୟରେ...

କଂଗ୍ରେସରେ ବିବାଦ-ଦଳ ଛାଡ଼ିବା-ପରାଜୟ ସଙ୍କଟ…

ନୂଆଦିଲ୍ଲୀ, ୨୬।୩ : ଦେଶର ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସରେ ସଙ୍କଟ ବଢ଼ିବାରେ ଲାଗିଛି। ଦଳରେ ବିବାଦ, ଦଳ ଛାଡ଼ିବା ଏବଂ...

ଚାଷୀ ବେଶରେ ପଲାନୀସ୍ବାମୀ: ସୋସିଆଲ୍‌ ମିଡ଼ିଆରେ ଶେୟାର କଲେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ

ଚେନ୍ନାଇ, ୨୦।୧: ଏବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ଦ୍ୱାରା ଶେୟାର ହୋଇଥିବା ଫଟୋ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଫଟୋରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ...

ଶନିବାର ପଟିଆଲା ଜେଲରୁ ମୁକୁଳିବେ ନବଜୋତ ସିଂ ସିଦ୍ଧୁ!

ଚଣ୍ଡିଗଡ,୩୧।୩: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ଆସନ୍ତାକାଲି ଅର୍ଥାତ୍‌ ଶନିବାର ପଟିଆଲା ଜେଲରୁ ମୁକ୍ତ ହୋଇପାରନ୍ତି। ସିଦ୍ଧୁଙ୍କ ଟୁଇଟର ହ୍ୟାଣ୍ଡେଲରୁ ଏହି ସୂଚନା ଶେୟାର...

ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍‌ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ...

Advertisement
Archives

Model This Week