ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ ଚୟନରେ ଖପ୍ପା ହୋଇ ଫେରାଇଛନ୍ତି ଟିକେଟ୍‌।

Image

ବିଭୁତି ମିଶ୍ରଙ୍କୁ ଲୋକ ସଭା ପ୍ରାର୍ଥୀ କରାନଯିବାରୁ ମେହବୁବ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଭୁତିଙ୍କୁ କାହିଁକି ପ୍ରାର୍ଥୀ କରାଗଲାନି କହି ଟିକେଟ ଫେରାଇଛନ୍ତି। କହିରଖୁଛୁ କି, କଟକ ଲୋକ ସଭା ପାଇଁ କଂଗ୍ରେସ ସୁରେଶ ମହାପାତ୍ରଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri