Advertisement

ନାମାଙ୍କନ ଦାଖଲ କଲେ ସତ୍ୟଭୂଷଣ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ପାଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ, ଜିଲା କଂଗ୍ରେସ ସଭାପତି ନିହାର ରଞ୍ଜନ ମହାନନ୍ଦ, କଂଗ୍ରେସ ନେତା ନରସିଂହ ମିଶ୍ର, ସନ୍ତୋଷ ସିଂ ସାଲୁଜା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୩୫ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୮୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ବଢୁଛି ସାର କଳାବଜାର,ଚିନ୍ତାରେ ଚାଷୀ

ଯାଜପୁର ରୋଡ,୨୬ା୭(ଡି.ଏନ.ଏ.):ବିଳମ୍ବିତ ମୌସୁମୀ ପ୍ରବାହ ଯୋଗୁ ଚଳିତ ଖରିଫ ଚାଷକୁ ପ୍ରଭାବିତ କରିଥିଲେ ମଧ୍ୟ ଯାଜପୁର ଜିଲାର ଚାଷୀ ଧାନ ଚାଷରୁ ଆଶା ହରାଇ ନାହାନ୍ତି...

ବେଳାଭୂମିରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଗୋପାଳପୁର,୧୫।୮-ଗଞ୍ଜାମ ଜିଲା ସୁନାପୁର ବେଳାଭୂମିରୁ ଶନିବାର ଗୋଳନ୍ଥରା ଥାନା ପୋଲିସ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ପ୍ରକାଶ...

ପ୍ରଦୀପଙ୍କ ଜାମିନ ଖାରଜ

ବ୍ରହ୍ମପୁର ଅଫିସ,୨ା୩: ଟାଟା ମୋଟର୍ସରେ ଚାକିରି ଦେବା ନଁାରେ ଟଙ୍କା ଠକେଇ ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ...

୨୮ ପାନ ଦୋକାନରୁ ଜରିମାନା ଆଦାୟ

ଛତ୍ରପୁର,୨୩ା୬(ଡି.ଏନ.ଏ): ଛତ୍ରପୁର ସହର ଓ ବାଇପାସ୍‌ ଅଞ୍ଚଳରେ ଥିବା ସମସ୍ତ ପାନଦେକାନରେ ମଙ୍ଗଳବାର ଏକ ସ୍ପେଶାଲ ସ୍କ୍ବାର୍ଡ ଚଢାଉ କରି ଯାଞ୍ଚ କରିଥିଲା। ସେଥିରୁ ୨୮ ପାନ...

ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଯୁକ୍ତ ୨ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୭।୧(ବ୍ୟୁରୋ): ଗର୍ଜିଲେ ଯୁକ୍ତ ୨ ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ର। ଅଫଲାଇନ୍‌ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଗୁରୁବାର ରାଜରାସ୍ତାକୁ ସେମାନେ ଓହ୍ଲାଇ ଧାରଣା ଦେବା ସହ...

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା ଅଭିଯୋଗ

ଭଦ୍ରକ ଅଫିସ,୪ା୭: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବିଜେଗଙ୍ଗାଧରପୁର ଗ୍ରାମରେ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଉଛନ୍ତି ବିଦ୍ୟାଧର...

ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ ଅଫିସ, ୨୪।୧୧: ପୁରୀ ଟାଉନ ଥାନାରେ ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି। ଏ ନେଇ ସୋମବାର ପୋଲିସ ଡିଜି ଅଭୟ...

Advertisement
Archives

Model This Week