ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ କରିଛନ୍ତି। ଶତାଧିକ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଯାଇ ମା’ଧାମୁରାଇ ମନ୍ଦିରରେ ପୂଜାର୍ଚ୍ଚନା କରି ମା’ଙ୍କ ଆଶିଷ ନେଇଛନ୍ତି। ମୋର ପ୍ରତିଦ୍ୱନ୍ଦୀ କୌଣସି ରାଜନୈତିକ ଦଳ ନୁହେଁ ବରଂ ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀର ବେକାରୀ ସମସ୍ୟା, ଗମନାଗମନର ଅସୁବିଧା, ମେଡିକାଲରେ ଡାକ୍ତର ସମସ୍ୟା, ଭଷ୍ଟାଚାର, ବ୍ଲକରେ ହେଉଥିବା ପିସି କାରବାର ମୋର ମୁଖ୍ୟ ପ୍ରତିଦ୍ୱନ୍ଦୀ ବୋଲି କହିଥିଲେ।

ଏହି ଅବସରରେ ଧାମରା ବସ୍‌ଷ୍ଟାଣ୍ଡ ନିକଟରେ କଂଗ୍ରେସର ଦଳୀୟ କାର୍ଯ୍ୟାଳକୁ ଫିତା କାଟି ଅମୀୟ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ଦିଗମ୍ବର ଦାସ, ବ୍ଲକ କଂଗ୍ରେସ ସଭାପତି ବୈଲୋଚନ ପଣ୍ଡା, ସୁରେଶ ମାହୁନ୍ତ, ଦେବାଶିଷ ନାୟକ, ପ୍ରମୋଦ ନାୟକ, ଉମେଶ ମହାକୁଡ଼, ନରହରି ମଲ୍ଲିକ, ଗଦାଧର ନାୟକ, ନରେନ୍ଦ୍ର ନାୟକ, ନରେନ୍ଦ୍ର ମାଇତି, ପୂର୍ଣ୍ଣଚନ୍ଦ୍ର ମାଝୀ, ସରୋଜ ଲେଙ୍କା, ସୁରେନ୍ଦ୍ର ଜେନା, ନାରାୟଣ ବାରିକ, ଖଗେଶ୍ୱର ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri