Posted inଜାତୀୟ

ଆଜି କଂଗ୍ରେସର ସିଇସି ବୈଠକ, ତେଲଙ୍ଗାନା ବିଧାନସଭାରେ ୬୦ ଆସନ ପାଇଁ ହେବ ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ,୨୫।୧୦: ନଭେମ୍ବର୨୦୨୩ରେ ତେଲଙ୍ଗାନା ସମେତ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବ। ଏ ସମ୍ପର୍କରେ ବୁଧବାର ଦିଲ୍ଲୀରେ କଂଗ୍ରେସ ଦଳର କେନ୍ଦ୍ରୀୟ କମିଟିର ଏକ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ କଂଗ୍ରେସ ପାର୍ଟି ତେଲଙ୍ଗାନାର ୬୦ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀତ୍ୱ ଉପରେ ଆଲୋଚନା କରିବ। ଏହି ବୈଠକ ମଧ୍ୟାହ୍ନ ୧୨ଟାରେ ଅନୁଷ୍ଠିତ ହେବ।

ରାଜ୍ୟରେ ନିର୍ବାଚନ ସମ୍ପର୍କରେ ନିର୍ବାଚନ ଆୟୋଗଙ୍କ ଦ୍ୱାାରା ପ୍ରକାଶିତ ସମୟସୀମା ଅନୁଯାୟୀ ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ଗେଜେଟ ବିଜ୍ଞପ୍ତି ନଭେମ୍ବର ୩ରେ ଜାରି କରାଯିବ ଏବଂ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ନଭେମ୍ବର ୧୦ ରହିଛି। ନଭେମ୍ବର ୩୦ ରେ ତେଲଙ୍ଗାନାରେ ମତଦାନ ଅନୁଷ୍ଠିତ ହେବ ଏବଂ ଡିସେମ୍ବର ୩ରେ ଭୋଟ ଗଣନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri