ଶେଷରେ ବାଇଡେନ୍‌ଙ୍କ ବିଜୟରେ ଲାଗିଲା ମୋହର: ୨୦ରେ ଶପଥ ଗ୍ରହଣ

ଓ୍ବାଶିଂଟନ୍‌,୭।୧: ବହୁ ବାଦବିବାଦ ଏବଂ ହିଂସାକାଣ୍ଡ ପରେ ଶେଷରେ ଆମେରିକା କଂଗ୍ରେସ ଜୋ ବାଇଡେନ୍‌ଙ୍କ ବିଜୟରେ ମୋହର ମାରିଛି। ଆମେରିକା ସଂସଦ ଗୁରୁବାର ବାଇଡେନଙ୍କ ବିଜୟକୁ ସୁନିଶ୍ଚିତ କରିଥିବାରୁ ସେ ଆସନ୍ତା ୨୦ ତାରିଖରେ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ। ଅନ୍ୟବକ୍ଷରେ ଆମେରିକା କଂଗ୍ରେସ ବାଇଡେନଙ୍କ ବିଜୟରେ ମୋହର ମାରିଥିବାରୁ ଟ୍ରମ୍ପ ନିଜର ପରାଜୟ ସ୍ବୀକାର କରି ସେ ଶାନ୍ତିପୂର୍ଣ୍ଣ ଭାବେ କ୍ଷମତା ହସ୍ତାନ୍ତର କରିବେ ବୋଲି କହିଛନ୍ତି। ଆମେରିକା ସଂସଦର ବୈଠକରେ ଉପରାଷ୍ଟ୍ରପତି ମାଇକ ପେନ୍ସ ଇଲେକ୍ଟୋରାଲ ଭୋଟ ଗଣତି କରିଥିଲେ। ଗଣତି ବେଳେ ବାଇଡେନଙ୍କ ସପକ୍ଷରେ ୩୬୦ଟି ଇଲେକ୍ଟୋରାଲ ଭୋଟ ଥିବା ସେ ଘୋଷଣା କରିଥିଲେ। ସେହିପରି ଟ୍ରମ୍ପଙ୍କ ସପକ୍ଷରେ ୨୩୨ଟି ଇଲେକ୍ଟୋରାଲ ଭୋଟ ପଡିଥିଲା। ସୂଚନାଯୋଗ୍ୟ, ସିନେଟର ବୈଠକ ବସିଥିବା ବେଳେ କ୍ୟାପିଟାଲ ବିଲ୍ଡିଂ ପରିସରରେ ପ୍ରବଳ ହିଂସାକାଣ୍ତ ଘଟିଥିଲା। ଟ୍ରମ୍ପଙ୍କ ସମର୍ଥକମାନେ ସଂସଦ ବିଲଡିଂରେ ଧସେଇ ପସିବାରୁ ପରିସ୍ଥିତି ଅଣାୟତ୍ତ ହୋଇଥିଲା। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri