Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଶେଷ: ୯୦ ପ୍ରତିଶତ ମତଦାନ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ଭୋଟ ଦେବାର ପ୍ରକ୍ରିୟା ଶେଷ ହୋଇଛି। ପ୍ରାୟ ୯୦% ମତଦାନ ହୋଇଛି। ବର୍ତ୍ତମାନ ଭୋଟ ଗଣନା ଅକ୍ଟୋବର ୧୯ରେ ହେବ। ୨୨ ବର୍ଷ ପରେ ଅନୁଷ୍ଠିତ ହେଉଥିବା ଅଧ୍ୟକ୍ଷ ନିର୍ବାଚନରେ ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଶଶି ଥରୁର ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସର ହେଭିଓ୍ବେଟ୍‌ ନେତା ଏହି ନିର୍ବାଚନରେ ଅଂଶଗ୍ରହଣ କରିଥିଲେ। ଏହି ନିର୍ବାଚନରେ କଂଗ୍ରେର ବର୍ତ୍ତମାନର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମତଦାନ କରିଥିଲେ। ସେହିପରି ମତଦାନ ସାବ୍ୟସ୍ତ କରିବା ପରେ ସୋନିଆ କହିଛନ୍ତି,ଦୀର୍ଘ ସମୟ ହେବ ଏହି ଦିନକୁ ଅପେକ୍ଷା କରିଥିଲି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ମତଦାନ କରିଥିଲେ।
ସୂଚନାଯୋଗ୍ୟ, ଦଳର ମୁଖ୍ୟ ଚୟନ କରିବାକୁ ୯,୦୦୦ରୁ ଅଧିକ ପ୍ରଦେଶ କଂଗ୍ରେସ କମିଟି (ପିସିସି) ପ୍ରତିନିଧୀମାନେ ଏକ ଗୁପ୍ତ ମତଦାନରେ ଭୋଟ ଦେଇଥିଲେ। ଦଳର ୧୩୭ ବର୍ଷର ଇତିହାସରେ ଷଷ୍ଠ ଥର ପାଇଁ ଏଆଇସିସି ମୁଖ୍ୟାଳୟ ଏବଂ ଦେଶର ୬୮ଟି ମତଦାନ କେନ୍ଦ୍ରରେ ମତଦାନ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri