Posted inଜାତୀୟ

ରାଷ୍ଟ୍ରପତିଙ୍କୁ ଭେଟିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୮: କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ମଙ୍ଗଳବାର ରାଷ୍ଟ୍ରପତି ଭବନରେ ସୋନିଆ ଗାନ୍ଧୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ। ଏହି ସାକ୍ଷାତକାରକୁ କଂଗ୍ରେସ ପକ୍ଷରୁ ସୌଜନ୍ୟମୂଳକ ଓ ଔପଚାରିକ ବୋଲି କୁହାଯାଇଛି। ତେବେ ରାଷ୍ଟ୍ରପତି ମୁର୍ମୁଙ୍କ ଉପରେ କଂଗ୍ରେସ ନେତା ଅଧିର ରଞ୍ଜନ ଦେଇଥିବା ବିବାଦୀୟ ମନ୍ତବ୍ୟ ଓ ରାଜନୈତିକ ଅଭିଯୋଗ ପରେ ଏହା ସୋନିଆ ଗାନ୍ଧୀଙ୍କ ପ୍ରଥମ ସାକ୍ଷାତକାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri