୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ ଦାସଙ୍କୁ ଦଳ ଟିକେଟ୍‌ ଦେଇଥିବାବେଳେ ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍‌ ମିଳିଛି। ସେହିପରି ଆଠମଲ୍ଲିକରେ ହିମାଂଶୁ ଚାଉଳିଆଙ୍କୁ କଂଗ୍ରେସ ଟିକେଟ ଦେଇଥିବାବେଳେ ପୁରୀରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। କେବଳ ଆଠଗଡ଼ରେ ସୁଦର୍ଶନ ସାହୁଙ୍କୁ ନଳଆ ପ୍ରାର୍ଥୀ ଘୋଷଣା କରିଛି ଦଳ।

Image

ଆଠମଲ୍ଲିକରେ ବିଜୟାନନ୍ଦ ଚାଉଳିଆଙ୍କ ସ୍ଥାନରେ ହିମାଂଶୁଙ୍କୁ ପ୍ରାର୍ଥୀ କରିଥିବାବେଳେ ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷଙ୍କୁ ପ୍ରାର୍ଥୀ ଘୋଷଣା ହୋଇଛି। ସେହିପରି ଆଠଗଡରେ ମେହବୁବ ଅହମ୍ମଦ ଖାନଙ୍କ ଜାଗାରେ ସୁଦର୍ଶନ ପ୍ରାର୍ଥୀ ହୋଇଥିବାବେଳେ ସୁଜିତ ମହାପାତ୍ରଙ୍କ ସ୍ଥାନରେ ଉମାଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ।


Enter your email to get our daily news in your inbox.

All Right Reserved By Dharitri.Com

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ…

କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’

ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ…

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri