Posted inଜାତୀୟ

ପ୍ରଥମେ ପ୍ରତିଶ୍ରୁତି ପରେ ଦୁର୍ନୀତି କରିଥାଏ କଂଗ୍ରେସ, କହିଲେ ପ୍ରଧାନମନ୍ତ୍ରୀ…

ଡେରାଡୁନ୍‌, ୧୨।୨ : କଂଗ୍ରେସ ପ୍ରଥମେ ବଡ଼ ବଡ଼ ପ୍ରତିଶ୍ରୁତି ଦେଇ ପରେ ଦୁର୍ନୀତି କରିଥାଏ। ଉତ୍ତର।ଖଣ୍ଡ ବିଧାନସଭା ପ୍ରଚାରରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଏଭଳି କହିଛନ୍ତି। ସେ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି ଯେ, ନିର୍ବାଚନୀ ପ୍ରଚାରରେ କରାଯାଇଥିବା ପ୍ରତିଶ୍ରୁତିକୁ ଭୁଲିଯିବାର ଗୁଣ କଂଗ୍ରେସ ଦଳର ରହିଛି। ମିଥ୍ୟାର ପାହାଡ଼ ଉପରେ କଂଗ୍ରେସ ଦଳ ଠିଆ ହୋଇଛି। ଭାଜପା ବିକାଶ କ୍ଷେତ୍ରରେ ସମସ୍ତ ପଦକ୍ଷେପ ଗ୍ରହଣ କରିଛି। ଏହା ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ଭୁଶୁଡ଼ିଲା କାନ୍ଥ…

ମୁମ୍ବାଇ,୧୮।୭: ମହାରାଷ୍ଟ୍ରର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଚେମ୍ବୁର ଏବଂ ଓ୍ବିକ୍ରୋଲି ଅଞ୍ଚଳରେ ସଙ୍କଟ ସୃଷ୍ଟି ହୋଇଛି। ଝୁମ୍ପୁଡ଼ି ବସ୍ତିର କେତେକ ଘରର କାନ୍ଥ ଭୁଶୁଡ଼ି...

ଭୋପାଳ ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦେଶର ରାଷ୍ଟ୍ରପତିଙ୍କ ନାମ ଅଜଣା

ଭୋପାଳ,୮।୭: ମଧ୍ୟପ୍ରଦେଶ ଭୋପାଳରେ ଥିବା ସରକାରୀ ସ୍କୁଲଗୁଡ଼ିକରେ ଶିକ୍ଷାଦାନ ପଦ୍ଧତିରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଯୋଜନା ଜାରି ରହିଛି। ଏନେଇ ଭୋପାଳ...

‘ କେରଳରେ ଭାଜପା ପାଇଁ ଯାଗା ନାହିଁ ’

ଥିରୁଭାନ୍ଥପୁରମ,୨।୫ : କେରଳରେ ଭାଜପା ପାଇଁ ଯାଗା ନାହିଁ। ଆମ ରାଜ୍ୟ କଦାପି ସାମ୍ପ୍ରଦାୟିକତା ଓ ଧାର୍ମିକ ବିଭେଦକୁ ଗ୍ରହଣ କରିବ ନାହିଁ। ୟୁଡିଏଫ୍‌ର କ୍ରସ...

ଝାଡଖଣ୍ଡ ନିର୍ବାଚନ: ୨୨ଜଣଙ୍କ ପ୍ରାର୍ଥୀପତ୍ର ନାକଚ

ରାଞ୍ଚି,୧୬।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୨୦୬ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ଜଣାପଡିଛି। ଶୁକ୍ରବାର ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରାର୍ଥିପତ୍ର ଯାଞ୍ଚ ପରେ...

ନିର୍ଭୟା ମାମଲା: ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଖୁଣ୍ଟରେ ଝୁଲିବେ ୪ ଦୋଷୀ

ନୂଆଦିଲ୍ଲୀ,୧୭।୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ନୂଆ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ଏହି ଡେଥ୍‌...

ମଞ୍ଚ ଉପରେ ନେତାଜୀଙ୍କ ନାଁ ଭୁଲିଗଲେ ଭାଜପା ଏମ୍‌ପି

ଭୋପାଳ,୨୪ ।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମବଙ୍ଗରେ ଆଗକୁ ବିଧାନସଭା...

ବ୍ଲାକ ଫଙ୍ଗସକୁ ଡରି ଆତ୍ମହତ୍ୟା କଲେ ଦମ୍ପତି!

ମେଙ୍ଗାଲୁରୁ,୧୭ ।୮: କର୍ନାଟକର ମେଙ୍ଗାଲୁରୁରେ ଏକ ଦମ୍ପତି ବ୍ଲାକ ଫଙ୍ଗସକୁ ଡରି ଆତ୍ମହତ୍ୟା କରିଥିବା ଜଣାପଡିଛି । ଉଭୟ କରୋନାରେ ସଂକ୍ରମିତ ଥିଲେ । ସୁଇସାଇଟ...

ଜଳ ସଙ୍କଟରେ ଜୁଝୁଛନ୍ତି ଆଗ୍ରାବାସୀ: ୪ଟଙ୍କାରେ ମିଳୁଛି ବାଲଟିଏ ପାଣି

ଆଗ୍ରା,୨୯।୪: ଆଗ୍ରାରେ ଭୀଷଣ ଖରା ଯୋଗୁ ଲୋକେ ବେହାଲ ହୋଇପଡ଼ିଥିବା ବେଳେ   ଅନ୍ୟପଟେ ଜଳ ସଙ୍କଟ ମୁଣ୍ଡ ବଥାର କାରଣ ପାଲଟିଛି। ସହରର ବହୁ ଅଞ୍ଚଳରେ...

Advertisement
Archives

Model This Week