Posted inଜାତୀୟ

କଂଗ୍ରେସ ନେତାଙ୍କ ବିବାଦୀୟ ବୟାନ

ଶିମଲା,୧୨।୮: ହିମାଚଳ ପ୍ରଦେଶରେ ସରକାର ପରିବର୍ତ୍ତନ ହେବାର ୮ମାସରୁ ଅଧିକ ସମୟ ବିତିଗଲାଣି। ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଏହାକୁ ଶକ୍ତି ପରିବର୍ତ୍ତନ ନୁହେଁ, ବରଂ ବ୍ୟବସ୍ଥାରେ ପରିବର୍ତ୍ତନ ବୋଲି କହିଛନ୍ତି। ସେ ରାଜ୍ୟରେ ସିଷ୍ଟମ ପରିବର୍ତ୍ତନର ବାର୍ତ୍ତା ଦେଉଛନ୍ତି। ନିଜ ଲୋକଙ୍କ କାରଣରୁ ମୁଖ୍ୟମନ୍ତ୍ରୀଙ୍କ ସମସ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଅନ୍ୟ ନେତାଙ୍କ ପରେ ଜଣେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମୁଖ୍ୟା ଖୋଲୁଥିବାର ନଜର ଆସିଛନ୍ତି।

ବର୍ତ୍ତମାନ ତତ୍କାଳୀନ ବିରଭଦ୍ର ସରକାରରେ ଶିକ୍ଷାର ମୁଖ୍ୟ ସଂସଦୀୟ ସଚିବ ଥିବା ନୀରଜ ଭାରତୀ ବ୍ୟବସ୍ଥା ପରିବର୍ତ୍ତନକାରୀ ସରକାର ବିରୋଧରେ ଏକ ପୋଲ୍‌ ଖୋଲିଛନ୍ତି। ନୀରଜ ଭାରତୀ ପ୍ରଥମେ ତାଙ୍କ ପିତା କ୍ୟାବିନେଟ ମନ୍ତ୍ରୀ ଚନ୍ଦ୍ର କୁମାରଙ୍କ ମନ୍ତବ୍ୟ ଉପରେ ପ୍ରତି ଆକ୍ରମଣ କରିଥିଲେ ଏବଂ ବର୍ତ୍ତମାନ ସେ ମଧ୍ୟ ବ୍ୟବସ୍ଥାରେ ପରିବର୍ତ୍ତନ ଉପରେ ପ୍ରଶ୍ନ ଉଠାଇଛନ୍ତି। ସୋସିଆଲ ମିଡିଆରେ ନୀରଜ ଭାରତୀ ଲେଖିଛନ୍ତି- ସରକାରଙ୍କୁ ତାଙ୍କର କାର୍ଯ୍ୟପ୍ରଣାଳୀ ପ୍ରସ୍ତୁତ କରିବାକୁ ୮ମାସ ଯଥେଷ୍ଟ। ଏମିତିତ ଏକ ଶିଶୁ ୯ମାସରେ ଜନ୍ମ ହୋଇଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri