Posted inଜାତୀୟ

କୃଷି ଆଇନ ଫେରାଇ ନେବାକୁ କଂଗ୍ରେସର ଦାବି: ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ

ନୂଆଦିଲ୍ଲୀ, ୨୮।୯: କୃଷି ଆଇନ ଫେରାଇ ନେବାକୁ କଂଗ୍ରେସ ଦାବି କରିଛି। ଏହା ବିରୋଧରେ କେରଳର କଂଗ୍ରେସ ସଦସ୍ୟ ଟି.ଏନ୍‌. ପ୍ରତାପନ କୃଷି ଅଧିନିୟମକୁ ଚ୍ୟାଲେଞ୍ଜ୍‌ କରି ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ସରକାର ଏହାକୁ ଫେରାଇ ନେବାକୁ ସେ ରିଟ୍‌ ପିଟିଶନ୍‌ ଦାଏର କରିଛନ୍ତି। କୃଷି ଆଇନକୁ ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଏହାଦ୍ୱାରା କୃଷକଙ୍କର କ୍ଷତି ହେବ ବୋଲି ବିରୋଧୀ ଦଳଙ୍କ ପକ୍ଷରୁ କୁହାଯାଉଛି। ତେବେ କୃଷି ଆଇନ ଦ୍ୱାରା ଅନ୍ନଦାତାଙ୍କ ଆର୍ଥିକ ବିକାଶ ସମ୍ଭବ ହୋଇପାରିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦର୍ଶାଯାଇଛି। ଏହି ଆଇନ ଦ୍ୱାରା କୃଷକ ନିଜ ଅମଳ ଫସଲକୁ ଯେ କୌଣସି ସ୍ଥାନରେ ବିକ୍ରି କରିପାରିବେ ବୋଲି କେନ୍ଦ୍ର ସରକାର କହିଛନ୍ତି। ଏହା ଏକ ଐତିହାସିକ ପଦକ୍ଷେପ ବୋଲି ସରକାରଙ୍କ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବସ୍ନାନ ପୂର୍ଣ୍ଣିମା, ଆସନ୍ତାକାଲି ସବୁ ସ୍କୁଲ୍‌ ବନ୍ଦ

ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ…

ପ୍ରଦୀପଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା, ସହଯୋଗର ହାତ ବଢ଼ାଇଲେ ସାଥି ଶିକ୍ଷକ

ଦାରିଙ୍ଗବାଡି,୨୮ା୬(ଅରୁଣ ସାହୁ): ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ତାଙ୍କ ସାଥି ଶିକ୍ଷକ ମାନେ ମୃତକଙ୍କ ପରିବାର ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଛନ୍ତି । ପ୍ରକାଶଯୋଗ୍ୟ…

ଅଲଗା ହେବେ ଗୌରବ ଖାନ୍ନା-ଆକାଂକ୍ଷା ଚମୋଲା, ସାମ୍ନାକୁ ଆସିଲା ଛାଡ଼ପତ୍ରର ଅସଲ କାରଣ!

ମୁମ୍ବାଇ: ଅଲଗା ହେବେ ଟେଲିଭିଜନ ଦୁନିଆର ଆଉ ଏକ ପ୍ରିୟ ଦମ୍ପତି। ଅଭିନେତ୍ରୀ ଆକାଂକ୍ଷା ଚମୋଲା ଏବଂ ଅଭିନେତା ତଥା ବିଗ୍‌ବସ୍‌ ବିଜେତା ଗୌରବ ଖାନ୍ନାଙ୍କ ସମ୍ପର୍କରେ…

କୋଳି ତୋଳିବାକୁ ଯାଇଥିଲେ ମା’-ଝିଅ, ହଠାତ୍‌ ବଦଳିଗଲା ପାଗ, ଘଟିଲା ବଡ଼ ଅଘଟଣ

ଉମରକୋଟ,୨୮ା୬(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକରୁ ଆସିଛି ଏକ ଦୁଃଖଦ ଖବର। କୋଳି ତୋଳିବାକୁ ଯାଇ ମା’-ଝିଅଙ୍କ ଜୀବନ ଚାଲିଯାଇଛି। ଏହି ଘଟଣା ପରେ ଗାଁରେ…

ଶିଶୁକନ୍ୟାର ମୁଣ୍ଡ ଉପରେ ଚଢ଼ିଗଲା ମିନିଟ୍ରକ୍‌

ନବରଙ୍ଗପୁର,୨୮ା୬(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟରୁ ଆସିଛି ଏକ ଅତ୍ୟନ୍ତ ଦୁଃଖଦ ଏବଂ ହୃଦୟ ବିଦାରକ ଖବର। ୪ ବର୍ଷର ଏକ ଶିଶୁକନ୍ୟାଙ୍କ ଉପରେ ଚଢ଼ିଗଲା ମିନିଟ୍ରକ୍‌।…

ଚଳନ୍ତା ବାଇକ୍‌ରେ ଶାଶୁଙ୍କୁ ହତ୍ୟା, ପରିବାର ଲୋକଙ୍କୁ କହିଲେ ହାର୍ଟ ଆଟାକ୍‌, ମାତ୍ର ଏମିତି ରହସ୍ୟ ଖୋଲିଦେଲା ପୋଲିସ…

ହାଇଦ୍ରାବାଦ,୨୮ା୬: ତେଲଙ୍ଗାନାର କରିମନଗର ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଜ୍ୱାଇଁ ତାଙ୍କ ଶାଶୁଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି।…

ୟୁରୋପରେ ତାତିର ତାଣ୍ଡବ! ୧୦୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ,୨୮।୬: ପଶ୍ଚିମ ୟୁରୋପରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତାପମାତ୍ରା ରେକର୍ଡ ଭାଙ୍ଗୁଥିବା ବେଳେ ଲୋକେ ଆଉଟୁପାଉଟୁ ହେଉଥିବା ନେଇ ଖବର ସାମ୍ନାକୁ ଆସିଛି ।…

ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ, ସ୍ଥାୟୀ ଅଭିବୃଦ୍ଧି…

ଭିକ୍ଟୋରିଆ,୨୮।୬: ସେଚେଲ୍ସ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନରେ ସମ୍ମାନିତ କରାଯାଇଛି। ପରିବେଶ ସଂରକ୍ଷଣ ଏବଂ ସ୍ଥାୟୀ ବିକାଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri