Posted inଜାତୀୟ

କଂଗ୍ରେସର ନିଦ ଭାଙ୍ଗୁନାହିଁ: ମୋଦି

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନରେ ବିରୋଧୀଙ୍କ ହଙ୍ଗାମା ଜାରି ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭାଜପା ସଂସଦୀୟ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ କଂଗ୍ରେସ ଉପରେ ବର୍ଷିଥିଲେ। ଆସାମ, କେରଳ ଏବଂ ପଶ୍ଚିମବଙ୍ଗ ନିର୍ବାଚନରେ କଂଗ୍ରେସ ହାରିଛି, ତଥାପି ଦଳର ନିଦ ଭାଙ୍ଗୁ ନାହିଁ। ସେମାନେ ନିଜ ଅପେକ୍ଷା ଆମ ବିଷୟରେ ଅଧିକ ଚିନ୍ତା କରନ୍ତି ବୋଲି ମୋଦି କହିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ଗୃହରେ ବିରୋଧୀଙ୍କ ମନୋଭାବକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଥି ସହ ଗୃହମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ବରିଷ୍ଠ ମନ୍ତ୍ରୀଙ୍କ ସହ ଗୃହରେ ସରକାରଙ୍କ ରଣନୀତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ ଗୃହମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ, ପ୍ରହ୍ଲାଦ ଯୋଶୀ ଏବଂ ଅନ୍ୟ ମନ୍ତ୍ରୀଙ୍କ ସହ ସେ ଆଲୋଚନା ମଧ୍ୟ କରିଛନ୍ତି। ଏହି ବୈଠକରେ ଗୃହରେ ବିରୋଧୀଙ୍କ ଉତ୍ତର ଦେବାକୁ ରଣନୀତି ଉପରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri