Posted inଜାତୀୟ

କୁଲଦୀପ ବିଶ୍ନୋଇଙ୍କୁ ସମସ୍ତ ପଦରୁ ହଟାଇଲା କଂଗ୍ରେସ

ଚଣ୍ଡିଗଡ଼,୧୨ ।୬: ହରିୟାଣା କଂଗ୍ରେସ ବିଧାୟକ କୁଲଦୀପ ବିଶ୍ନୋଇଙ୍କୁ ସମସ୍ତ ପଦରୁ ହଟାଇ ଦେଇଛି । ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଦଳ ବିଧାୟକଙ୍କୁ ବାହାରର ରାସ୍ତା ଦେଖାଇ ଦେଇଛି । ଦଳ ପକ୍ଷରୁ ବିଶ୍ନୋଇଙ୍କୁ ପାର୍ଟିର ସମସ୍ତ ପଦରୁ ହଟାଇ ଦିଆଯାଇଛି । ଦଳର ସଂଗଠନ ମହାସଚିବ କେସି ଭେଣୁଗୋପାଳଙ୍କ ସୂଚନା ଅନୁଯାୟୀ, ଦେସାନିଆ ଗାନ୍ଧୀ ବିଶ୍ନୋଇଙ୍କୁ କଂଗ୍ରେସ କାର୍ଯ୍ୟ ସମିତିର ବିଶେଷ ଆମନ୍ତ୍ରିତ ସଦସ୍ୟ ସମେତ ପାର୍ଟିର ସମସ୍ତ ଦାୟିତ୍ୱରୁ ତତ୍କାଳ ପ୍ରଭାବ ଅନୁଯାୟୀ ମୁକ୍ତ କରି ଦେଇଛନ୍ତି ।
ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କଂଗ୍ରେସ ପକ୍ଷରୁ ହରିୟାଣା ବିଧାନସଭା ଅଧ୍ୟକ୍ଷରୁ ବିଶ୍ନୋଇଙ୍କ ସଦସ୍ୟତା ଶେଷ କରିବାକୁ ବି ସୁପାରିଶ କରାଯାଇପାରେ । ଏପଟେ ହରିୟାଣା ରାଜ୍ୟସଭା ନିର୍ବାଚନରେ ଅଜୟ ମାକେନ ହାରିବା ପରେ ବିଶ୍ନୋଇଙ୍କ ଟୁଇଟକୁ ନେଇ ବି ଚର୍ଚ୍ଚା ବଢୁଛି । ଏହାସହ ସେ ଜଣେ ୟୁଜରଙ୍କ ଟୁଇଟକୁ ରିଟୁଇଟ କରିବା ବି ଆଲୋଚନା ପରିସରକୁ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri