Posted inଜାତୀୟ

ହିମାଚଳ ପ୍ରଦେଶରେ ସଂଖ୍ୟାଗରିଷ୍ଠତା ମୁହାଁ କଂଗ୍ରେସ…

ଶିମଲା,୮।୧୨ : ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳରେ ରାଜ୍ୟର ୬୮ ବିଧାନସଭା ଆସନ ମଧ୍ୟରୁ ଭାଜପା ୨୭ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୩୮ ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟାନ୍ୟ ୪ ଆସନରେ ଆଗୁଆ ରହିଛନ୍ତି। ରାଜ୍ୟରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ତେବେ କଂଗ୍ରେସ ଧିରେଧିରେ ସଂଖ୍ୟାଗରିଷ୍ଠତା ମୁହାଁ ହେବାରେ ଲାଗିଛି।

ରାଜ୍ୟରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୩୫ ରହିଛି। କଂଗ୍ରେସ ଏହି ମ୍ୟାଜିକ ନମ୍ବର ହାତେଇବାର ନିକଟତର ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri