Posted inଜାତୀୟ

କଂଗ୍ରେସକୁ ଘାରିଛି ବାଡ଼ ଡିଆଁ ଭୟ: ୩୮ ଜିଲାରେ ପର୍ଯ୍ୟବେକ୍ଷକ

ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପୂର୍ବରୁ କଂଗ୍ରେସକୁ ବାଡ଼ ଡିଆଁ ଭୟ ଘାରିଛି। ଦଳର କିଛି ନେତା ଘୋଡ଼ାବେପାରରେ ସାମିଲ ହୋଇ ଅନ୍ୟ ଦଳରେ ମିଶିବାର ଆଶଙ୍କା ରହିଥିବା କଂଗ୍ରେସ କେନ୍ଦ୍ରୀୟ ଟିମ୍‌ ଅନୁମାନ କରୁଛନ୍ତି। ସେଥିପାଇଁ ରାଜ୍ୟର ୩୮ ଜିଲାରେ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତା ରଣଦୀପ୍‌ ସୁର୍ଜଓ୍ବୋଲ ରାଜଧାନୀ ପାଟନାରେ ଡେରା ପକାଇଛନ୍ତି। ଅନ୍ୟ ଜଣେ ପର୍ଯ୍ୟବେକ୍ଷକ ଅବିନାଶ ପାଣ୍ଡେ ମଧ୍ୟ ପାଟନାରେ ପହଞ୍ଚି ରାଜନୈତିକ ସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି। ପ୍ରତି କଂଗ୍ରେସ ନେତାଙ୍କ ଗତିବିଧି ରାଷ୍ଟ୍ରୀୟ ପ୍ରବକ୍ତା ଅନୁଧ୍ୟାନ କରୁଥିବା କୁହାଯାଉଛି। ମହାମେଣ୍ଟ ସହଜ ସ୍ଥିତିରେ ରହିବା ସମ୍ଭାବନା ପ୍ରକାଶ ପାଇବା ପରେ କଂଗ୍ରେସ ପକ୍ଷରୁ ବାଡ଼ ଡିଆଁ ରୋକିବା ଲାଗି ଯୋଜନାବଦ୍ଧ ଭାବେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶ ରାଜନୀତିରେ ମୋଦି ମ୍ୟାନ୍‌ଙ୍କ ଏଣ୍ଟ୍ରି

ଲକ୍ଷ୍ନୌ,୧୪।୧: ମୋଦି ମ୍ୟାନ୍‌ କୁହାଯାଉଥିବା ପୂର୍ବତନ ଆଇଏଏସ୍‌ ଅଫିସର ଅରବିନ୍ଦ କୁମାର ଶର୍ମା ଉତ୍ତରପ୍ରଦେଶ ରାଜନୀତିରେ ଏଣ୍ଟ୍ରି କରିଛନ୍ତି। ଗୁରୁବାର ସେ ଭାଜପାରେ ଯୋଗ ଦେଇଛନ୍ତି।...

୪ ବର୍ଷ ପୂର୍ବେ ଏକ ଟୁଇଟ୍‌ କରି ଅଡୁଆରେ ଥିଲେ କେଜ୍‌ରିଓ୍ବାଲ, ଏବେ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୨୪।୮: ଆମ ଆଦମୀ ପାର୍ଟି (ଏଏପି) ନେତା ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପଠାନକୋଟ କୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରାୟ ୪ ବର୍ଷ ପୂର୍ବେ ପଠାନକୋଟ...

ମୁସଲମାନ ମହିଳାଙ୍କ ସହିତ ପାଳନ କରନ୍ତୁ ରକ୍ଷାବନ୍ଧନ: ଏନଡିଏ ଏମପିଙ୍କୁ ମୋଦିଙ୍କ ପରାମର୍ଶ…

ନୂଆଦିଲ୍ଲୀ,୨।୮ : ସମ୍ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ଦଳର ଏନଡିଏ ଏମପିଙ୍କ ସହ ବୈଠକ କରୁଛନ୍ତି। ଏକ ବୈଠକରେ ପ୍ରଧାନମନ୍ତ୍ରୀ କହିଛନ୍ତି ତାଙ୍କ ସରକାର...

ହାତରେ ମେହେନ୍ଦୀ, ହଳଦୀ ଲଗାଇ ବସିଥିଲା କନ୍ୟା: ହେଲେ ଆସିଲାନି ବର…

ମହାରାଜଗଞ୍ଜ,୧୭।୫: ବିବାହକୁ ନେଇ ଅନେକ ଯୁବକ ଯୁବତୀ ବହୁ ସ୍ବପ୍ନ ଦେଖିଥାନ୍ତି। ସାତଜନ୍ମ ଯାଏ ଏକାସାଙ୍ଗରେ ରହିବାଠାରୁ ଆରମ୍ଭ କରି ସଂସାର ଗଢ଼ିବା ପର୍ଯ୍ୟନ୍ତ କେତେ...

ଇ-ଫାଇଲିଂ ୨.୦ ଶୁଭାରମ୍ଭ କଲେ ସିଜେଆଇ

ନୂଆଦିଲ୍ଲୀ, ୧୩ା୫(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଶୁକ୍ରବାର ‘ଇ-ଫାଇଲିଂ ୨.୦’ର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ବୈଦ୍ୟୁତିକ ମାଧ୍ୟମରେ ୨୪ ଘଣ୍ଟା ମାମଲା...

ବିହାର ବିଧାନସଭା ନିର୍ବାଚନ: ଘୋଷଣା ପତ୍ର ଜାରି କଲା କଂଗ୍ରେସ, ଚାଷୀଙ୍କୁ ଋଣଛାଡ ପ୍ରତିଶ୍ରୁତି

ପାଟନା, ୨୧।୧୦: ବିହାର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଛି। ଚାଷୀଙ୍କ ଋଣ ଛାଡ, ବିଦ୍ୟୁତ୍‌ ବିଲ୍‌କୁ ଅଧା...

ଆନ୍ଧ୍ରରେ ମହଙ୍ଗା ହେଲା ମଦ

ନୂଆଦିଲ୍ଲୀ, ୬ା୫: ଲକ୍‌ଡାଉନ୍‌ ଅବଧି ତୃତୀୟ ଥର ଲାଗି ବଢ଼ିଥିବା ବେଳେ ଆନ୍ଧ୍ରପ୍ରଦେଶରେ ମଦ ଦର ପୁଣି ୫୦% ମହଙ୍ଗା ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ...

ଜୁନିୟର ଏନଟିଆରଙ୍କ କଜିନ ନନ୍ଦମୁରି ତାରକ ରତ୍ନଙ୍କ ପରଲୋକ

ଚେନ୍ନାଇ,୧୯ ।୨:  ଜୁନିୟର ଏନଟିଆରଙ୍କ ସମ୍ପର୍କିୟ ଭାଇ ତଥା ଅଭିନେତା ଓ ରାଜନେତା ନନ୍ଦମୁରି ତାରକ ରତ୍ନଙ୍କର ଶନିବାର ପରଲୋକ ହୋଇଛି । ତାଙ୍କୁ ବେଙ୍ଗାଲୁରୁର...

Advertisement
Archives

Model This Week