Posted inଜାତୀୟ

ତୁଟୁନି ପଞ୍ଜାବ କଂଗ୍ରେସ କଳି, ଲଞ୍ଚ ପାଇଁ ସିଦ୍ଧୁଙ୍କୁ ନିମନ୍ତ୍ରଣ କଲେନି ମୁଖ୍ୟମନ୍ତ୍ରୀ!

ଚଣ୍ଡିଗଡ,୧୯ ।୭: ପଞ୍ଜାବ କଂଗ୍ରେସରେ ଅର୍ଥାତ୍ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ନବ ନିର୍ବାଚିତ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ ଥିବା କଳହ ତୁଟୁ ନ ଥିବା ମନେ ହେଉଛି । ଯଦିଓ ସିଦ୍ଧୁଙ୍କୁ ଦଳ ହାଇକମାଣ୍ଡ ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ପଦ ଦେଇଛନ୍ତି ଏହାକୁ ହୁଏତ ସହଜ ଭାବେ ଗ୍ରହଣ କିରିପାରୁ ନାହାନ୍ତି ମୁଖ୍ୟମନ୍ତ୍ରୀ । ମିଳିଥିବା ସୂଚନାରୁ ଜଣାପଡିଛି କି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ୨୧ ଜୁଲାଇରେ ଏକ ଲଞ୍ଚ ପାର୍ଟିର ଆୟୋଜନ କରିଛନ୍ତି । ଏଥିରେ କଂଗ୍ରେସର ଏମ୍‌ପିମାନଙ୍କୁ ନିମନ୍ତ୍ରଣ ମିଳିଥିଲେ ବି ସିଦ୍ଧୁଙ୍କୁ ନିମନ୍ତ୍ରଣ କରାଯାଇ ନାହିଁ । ଏଥିରୁ ସ୍ପଷ୍ଟ ଜଣାପଡୁଛି କି କ୍ୟାପଟେନ ଖୋଲା ଖୋଲି ଭାବେ ସିଦ୍ଧୁଙ୍କୁ ବିରୋଧ କରୁଛନ୍ତି ହେଲେ ଏନେଇ ସିଦ୍ଧୁଙ୍କର କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ଦଳ ହାଇକମାଣ୍ଡ ସିଦ୍ଧୁଙ୍କୁ ଗୁରୁ ଦାୟିତ୍ୱ ଦେବା ପରେ ସେ ପଟିଆଲର ଦୁଖ ନିବାରଣ ଗୁରୁଦ୍ୱାରରେ ଆଶୀର୍ବାଦ ଭିକ୍ଷା କରିଛନ୍ତି । ଏହାସହ କାଳି ମନ୍ଦିର ଓ ମସଜିଦ ମଧ୍ୟ ଯାଇଛନ୍ତି । ଏହାର ଉଦ୍ଦେଶ୍ୟ ହେଉଛି ସମସ୍ତ କାର୍ମୀଙ୍କୁ ନେଇ ସିଦ୍ଧୁ ଆଗକୁ ବଢିବାକୁ ଚାହୁଁଛନ୍ତି । ସୂଚନାଯୋଗ୍ୟ, ସିଦ୍ଧୁଙ୍କ ସହ ପଞ୍ଜାବ କଂଗ୍ରେସରେ ଆଉ ୪ କାର୍ଯ୍ୟକାରୀ ଅଧ୍ୟକ୍ଷ ମଧ୍ୟ ନିଯୁକ୍ତ ହୋଇଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଅସହଯୋଗ ସିଦ୍ଧୁଙ୍କ ବାଟ ଓଗାଳିପାରେ ବୋଲି ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri