Posted inଜାତୀୟ

ସୋନିଆଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗଙ୍ଗାରାମ ହସ୍ପିଟାଲ ପକ୍ଷରୁ ବୟାନ ଜାରି

ନୂଆଦିଲ୍ଲୀ,୬।୧: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧି ଅସୁସ୍ଥ ହୋଇ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଫୁସଫୁସ୍‌ଜନିତ ସଂକ୍ରମଣ ହେତୁ ତାଙ୍କୁ ବୁଧବାର ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡ଼ିଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟ ବିଷୟରେ ଡାକ୍ତରଖାନା ପକ୍ଷରୁ ବୟାନ ଜାରି କରାଯାଇଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି। ସେ ଧିରେ ଧିରେ ସୁସ୍ଥ ହେଉଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ସୋନିଆ ଅସୁସ୍ଥ ଥିବାରୁ ପୁଅ ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାକୁ ଅଧାରେ ଛାଡ଼ି ଦିଲ୍ଲୀ ଫେରି ଆସିଥିଲେ। ହେଲେ ଆଜି ଅର୍ଥାତ ଶୁକ୍ରବାର(ଜାନୁୟାରୀ ୬)ରୁ ସେ ପୁଣିଥରେ ଯାତ୍ରାରେ ଯୋଗ ଦେବାକୁ ଯାଇଛନ୍ତି। ଏହି ଯାତ୍ରା ଏବେ ହରିୟାଣାରେ ପହଞ୍ଚିଛି। ପାନିପତରେ ରାହୁଲ ପୁଣିଥରେ ଯାତ୍ରା ସହ ଯୋଡ଼ି ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri