Posted inଜାତୀୟ

ଭାଜପାକୁ ହରାଇବାର ଫର୍ମୁଲା ପାଇଗଲା କଂଗ୍ରେସ? ‘ଜର୍ମାନୀ ମଡେଲ’ରେ କରୁଛି କାମ

ନୂଆଦିଲ୍ଲୀ,୪।୩: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଆଉ ବେଶି ସମୟ ବାକି ନାହିଁ। ଲଗାତାର ତୃତୀୟ ଥର ପାଇଁ କେନ୍ଦ୍ରରେ କ୍ଷମତା ହାସଲ କରିବାକୁ ଭାଜପା ପ୍ରସ୍ତୁତ ହେଉଥିବାବେଳେ କଂଗ୍ରେସ ଏହାକୁ ପରାସ୍ତ କରିବାକୁ ଚେଷ୍ଟା କରୁଛି। ସୂଚନା ମିଳିଛି ଯେ କଂଗ୍ରେସ ଏହାର ମନିଫେଷ୍ଟୋରେ ଶୀଘ୍ର କାର୍ଯ୍ୟ କରୁଛି ଏବଂ ଏଥିପାଇଁ ଏହା ଜର୍ମାନୀର ଦ୍ୱତ ଶିକ୍ଷାର ମଡେଲ ଗ୍ରହଣ କରୁଛି।
ଜର୍ମାନୀର ଏହି ମଡେଲରେ ଧନ୍ଦାମୂଳକ ଶିକ୍ଷା ଏବଂ ତାଲିମ ବ୍ୟବସ୍ଥା ଏକତ୍ର ରଖାଯାଏ। ଏହା ଅଧୀନରେ ଛାତ୍ରୀଛାତ୍ରମାନେ ଏକ ଧନ୍ଦାମୂଳକ ବିଦ୍ୟାଳୟରେ ପଢିବା ସମୟରେ କାମ କରିବାର ସୁଯୋଗ ପାଆନ୍ତି । ଆପଣଙ୍କୁ କହିରଖୁଛୁ ଯେ କଂଗ୍ରେସ ଦଳ ଭାଜପା ଉପରେ ଅଭିଯୋଗ କରିଛି ଯେ ଏହା ଯୁବପଢିଙ୍କ ଭବିଷ୍ୟତକୁ ନଷ୍ଟ କରୁଛି ଏବଂ ବେକାରୀ ସମସ୍ୟାକୁ ସମାଧାନ କରିବାରେ ସକ୍ଷମ ନୁହେଁ। ତେଣୁ କଂଗ୍ରେସ ଏହି ମଡେଲ ଆଧାରରେ ନିଜର ମନିଫେଷ୍ଟୋ ପ୍ରସ୍ତୁତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri