Posted inଜାତୀୟ

ରାମ ମନ୍ଦିର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେବେ କଂଗ୍ରେସ ନେତା

ନୂଆଦିଲ୍ଲୀ,୫।୧: ରାମଲାଲାଙ୍କ ଉତ୍ସବରେ ଯୋଗଦେବେ କଂଗ୍ରେସ ନେତା। ଅଯୋଧ୍ୟାରେ ରାମ ମନ୍ଦିର ଉଦ୍‌ଘାଟନୀ ଉତ୍ସବରେ କଂଗ୍ରେସ ନେତାମାନେ ଯୋଗଦେବା ନେଇ ଅନୁମତି ଦେଇଛନ୍ତି କଂଗ୍ରେସ ହାଇକମାଣ୍ଡ।
ଏକ ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଗୁରୁବାର କଂଗ୍ରେସର ଦିଲ୍ଲୀ ମୁଖ୍ୟାଳୟରେ ଦଳ ସବୁ ରାଜ୍ୟର ପ୍ରଭାରୀଙ୍କ ସହ ଏକ ବୈଠକ କରିଥିଲା। ବୈଠକରେ ଇଣ୍ଡିଆ ମେଣ୍ଟରେ ଅନ୍ୟ ପାର୍ଟି ସହ ସିଟ୍‌ ବୁଝାମଣା ନେଇ ଆଲୋଚନା ହୋଇଥିଲା। ବୈଠକ ଭିତରେ କଂଗ୍ରେସର ୟୁପି ସଭାପତି ଅଜୟ ରାଇ ଓ ବିହାରର ଅଖିଳେଶ ପ୍ରସାଦ ସିଂହ ରାମ ମନ୍ଦିର ଉଦ୍‌ଘାଟନୀରେ ଯିବା ପାଇଁ ଅନୁମତି ଲୋଡିଥିଲେ। ଯାହାକୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେ ଅନୁମତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri