Posted inଜାତୀୟ

ମୁଁ ଇଡିକୁ ଭୟ କରିନାହିଁ, ୫୫ ଘଣ୍ଟା କାହିଁକି ୫ବର୍ଷ ବି କରିପାରନ୍ତି ଜେରା: ରାହୁଲ

ନୂଆଦିଲ୍ଲୀ,୪ ।୯: ଦେଶର ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ହଲ୍ଲାବୋଲ ରାଲିରେ ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଉପରେ ଖୁବ୍ ବର୍ଷିଛନ୍ତି । କୃଷକ, ବେକାରୀ, ଦରଦାମ ବୃଦ୍ଧି ଏମିତି ଅନେକ କଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ । ସେ ବାରମ୍ବାର ସିଧାସଳଖ ନାମ ନ ନେଇ ଦୁଇଜଣ ଉଦ୍ଦ୍ୟୋଗପତିଙ୍କ ସାହାରାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଘେରିବାକୁ ଚେଷ୍ଟା କରିଛନ୍ତି ।
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ପଚରା ଉଚରାକୁ ନେଇ ବି ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ । ସେ କହିଛନ୍ତି ମୋତେ ୫୫ ଘଣ୍ଟା ପଚରା ଉଚରା କରାଯାଇଛି । ୫୫ ଘଣ୍ଟା କାହିଁକି, ୫୦୦ ଘଣ୍ଟା, ୫ ବର୍ଷ ପଚରା ଉଚରା କରନ୍ତୁ , ଏହାଦ୍ୱାରା ମୋ ଉପରେ କୌଣସି ଫରକ ପଡିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ତାଜ ହୋଟେଲକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ତଦନ୍ତ ଆରମ୍ଭ କରିଛି ପୋଲିସ

ମୁମ୍ବାଇ,୧୨।୭: ମୁମ୍ବାଇର ତାଜ ହୋଟେଲକୁ ଉଡାଇ ଦେବାକୁ ବୋମା ଧମକ ଦିଆଯାଇଛି। ରବିବାର (୧୨ ଜୁଲାଇ) ମଧ୍ୟରାତ୍ରିରେ କଣ୍ଟ୍ରୋଲ ରୁମକୁ ଏହି ହୋଟେଲ ସମ୍ପର୍କରେ ବୋମା ଧମକ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri