Posted inଜାତୀୟ

କଂଗ୍ରେସ ଦେଶର ଗୋଟିଏ ଅଙ୍ଗକୁ କାଟି ଦେଇଛି: ମୋଦି

ମିରଠ,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ମିରଠରେ ଏକ ରାଲିରେ ସମ୍ବୋଧିତ କରି ଲୋକ ସଭା ନିର୍ବାଚନ ପାଇଁ ନିଜର ଅଭିଯାନ ଆରମ୍ଭ କରିଛନ୍ତି। ସେ କହିଛନ୍ତି ଯେ ୨୦୨୪ର ନିର୍ବିାଚନ ଦେଶକୁ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ପରିଣତ କରିବ। ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ‘ଚୌଧୁରୀ ଚରଣ ସିଂ ଜୀଙ୍କୁ’ ଭାରତ ରତ୍ନ ଦେବା ଆମ ସରକାରଙ୍କ ସୌଭାଗ୍ୟ। ମୁଁ ଚୌଧୁରୀ ଚରଣ ସିଂ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ମୁଖ୍ୟ ବିରୋଧୀ ଦଳକୁ ଟାର୍ଗେଟ କରି ମୋଦି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ମୁଖ୍ୟ ଜୟନ୍ତ ସିଂଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଜଣାଶୁଣା ଯେ ଏଥର ମିରଠରେ ଭାଜପା ଅଭିନେତା ଅରୁଣ ଗୋଭିଲଙ୍କୁ ପ୍ରାର୍ଥୀ କରିଛି।
ବିରୋଧୀଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି, କଂଗ୍ରେସ ଆଜି ତା’ର କଲା କର୍ମର ଫଳ ପାଉଛି। ଦେଶର ସର୍ବ ପୁରାତନ ପାର୍ଟି ଦେଶର ଏକ ଅଙ୍ଗକୁ କାଟି ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟ ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ…

ଉଚ୍ଚତା ମାତ୍ର ୪ ଫୁଟ ୭ ଇଞ୍ଚ, ୨୧୫ କିଲୋ ଭାର ଉଠାଇ ଚମତ୍କାର କଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଏସିଆନ ଗେମ୍ସର ୪୯ କିଲୋଗ୍ରାମ ମହିଳା ଭାରୋତ୍ତୋଳନ ବର୍ଗରେ ଭାରତକୁ ରୌପ୍ୟ ପଦକ ମିଳିଛି। ଭାରତୀୟ ଷ୍ଟାର୍‌ ଭାରୋତ୍ତୋଳକ ମୀରାବାଇ ଚାନୁ ରୌପ୍ୟ ପଦକ ଜିତିଥିବା…

ଦେଶରେ ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର! ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ,୨୪।୯: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ହର୍ମୁଜ ସଙ୍କଟ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ବା କ୍ରୁଡ୍‌ ଅଏଲ ଦର ଗତ କିଛି…

ବାତ୍ୟା ଅର୍ଣ୍ଣବ ପ୍ରଭାବ: ପରିସ୍ଥିତିର ସମୀକ୍ଷା କରିବେ ବିଧାୟକ

କୋରାପୁଟ, ୨୪।୯ (ଅମିତାଭ ବେହେରା): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କୋରାପୁଟ ଜିଲାରେ ଜାରି ରହିଛି ବର୍ଷା। ବୁଧବାର ସକାଳ ୮ଟାରୁ ଗୁରୁବାର ସକାଳ ୮ଟା ପର୍ଯ୍ୟନ୍ତ ୨୪…

୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ

କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର…

ପାଖରେ ରଖନ୍ତୁ କ୍ୟାସ୍‌, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର…

ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?