Posted inଜାତୀୟ

କଂଗ୍ରେସ ଦେଶକୁ ବରବାଦ କରିଦେଇଛି: ମୋଦି

ନୂଆଦିଲ୍ଲୀ, ୨୩।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଦୋହାଦ ଜିଲାରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଆଦିବାସୀମାନେ ଆମର ଭାଇ ଓ ଭଉଣୀ। ଦେଶର ସ୍ବାଧୀନତା କ୍ଷେତ୍ରରେ ତାଙ୍କର ବହୁତ ଅବଦାନ ରହିଛି। ଆମ ସରକାର ଆଦିବାସୀଙ୍କ ଜୀବନରେ ପରିବର୍ତ୍ତନ ଆଣିଛନ୍ତି। କିନ୍ତୁ କଂଗ୍ରେସ ଗତ ରାଷ୍ଟ୍ରପତି ନିର୍ବାଚନରେ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିଥିଲା। କଂଗ୍ରେସରେ ପରିବାରବାଦ, ଜାତିବାଦ, ସାମ୍ପ୍ରଦାୟିକତା ଏବଂ ଭୋଟ ବ୍ୟାଙ୍କ ରାଜନୀତିର ଏକ ଆଦର୍ଶ ଅଟେ। କଂଗ୍ରେସ କେବଳ ଗୁଜରାଟ ନୁହେଁ, ସମଗ୍ର ଦେଶକୁ ବରବାଦ କରିଦେଇଛି।
ସୂଚନାଯୋଗ୍ୟ, ଗୁଜରାଟରେ ବିଧାନସଭା ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ମତଦାନ ଡିସେମ୍ବର ୧ରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବର ୫ରେ ଅନୁଷ୍ଠିତ ହେବ। ଭୋଟ ଗଣନା ଡିସେମ୍ବର ୮ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?