Posted inଜାତୀୟ

‘ନିର୍ବାଚନରେ ଖର୍ଚ୍ଚ କରିବାକୁ କଂଗ୍ରେସ ପାଖରେ ଟଙ୍କାଟିଏ ବି ନାହିଁ’

ନୂଆଦିଲ୍ଲୀ,୧୪।୩: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଆଉ ଦିନ କେଇଟା ପରେ ତାରିଖ ଘୋଷଣା ହେବା ବାକି ରହିଲା। ଏନେଇ ଅଣ୍ଟା ଭିଡିଲେଣି ଦେଶର ଦୁଇ ପ୍ରମୁଖ ଦଳ। ହେଲେ ଏହାରି ଭିତରେ ଦାଉ ସାଧିଛି ନିର୍ବାଚନୀ ବଣ୍ଡ ମାମଲା। ସୁପ୍ରିମକୋର୍ଟଙ୍କର କଡା ନିର୍ଦ୍ଦେଶ ପରେ ନିର୍ବାଚନୀ ବଣ୍ଡ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦାଖଲ କରିଛି ଏସବିଆଇ ବ୍ୟାଙ୍କ। ତେବେ ଆସନ୍ତାକାଲି ସୁଦ୍ଧା ଏସମ୍ପର୍କରେ ସୂଚନା ଲୋକଲୋଚନକୁ ଆସିଯିବ।

ଅନ୍ୟପଟେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦଳକୁ ନେଇ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି, କଂଗ୍ରେସ ପାଖରେ ଅର୍ଥାଭାବ ଦେଖାଯାଇଛି। ନିର୍ବାଚନରେ ଖର୍ଚ୍ଚ କରିବାକୁ ଟଙ୍କାଟିଏ ବି ନାହିଁ। ଯେଉଁ ବ୍ୟାଙ୍କ ଆକାଉଣ୍ଟରେ ଲୋକମାନେ ଦଳକୁ ଦାନ କରିଛନ୍ତି ତାହା କେନ୍ଦ୍ର ସରକାର ଫ୍ରିଜ କରିଛନ୍ତି ଏଥିସହ ଆୟକର ବିଭାଗ ଦଳ ଉପରେ ବଡ ଜରିମାନା ଲଗାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri