‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି ପର୍ଯ୍ୟନ୍ତ ଓଡ଼ିଶାରେ କିଛି ପରିବର୍ତ୍ତନ ହୋଇନାହିଁ। ଫୁଲବାଣୀରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଏଭଳି କିଛି କହିଛନ୍ତି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ।

ଖାର୍ଗେ ଆହୁରି କହିଛନ୍ତି, ଦଳିତ, ଆଦିବାସୀ, ପଛୁଆ ବର୍ଗର ଲୋକେ ଯେପରି ଥିଲେ ସେପରି ଅଛନ୍ତି। ଭାଜପା କଥାରେ ଏହି ଦଳ ଚାଲିଛି। ଯୁବ ବର୍ଗଙ୍କ ପାଖରେ ରୋଜଗାର ନାହିଁ। ମା’ମାନେ ଆଜି ହଇରାଣ ହରକତ ହେଉଛନ୍ତି। ଆଜି ଆମେ କଥା କହିବା, ପଢିବା ଲେଖିବା ପାଇଁ ଭାରତୀୟ ସମ୍ବିଧାନ କ୍ଷମତା ଦେଇଛି, କିନ୍ତୁ ମୋଦି ସରକାର ସମ୍ବିଧାନ ବଦଳାଇବାକୁ ଚାଁହୁଛନ୍ତି। ମୋଦି ସରକାର ଆସିଲେ ଆମେ କାହାକୁ କିଛି କହି ପାରିବା ନାହିଁ। ପୁଣି ବ୍ରିଟିଶ ରାଜ ଚାଲିବ। ଏଥିରୁ ବଞ୍ଚିବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାର ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri