ପ୍ରଚାରରେ କଂଗ୍ରେସର ହେଭିଓ୍ବେଟ୍‌

ଭଦ୍ରକ ଅଫିସ, ୨୯ା୧୦: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଜୋର୍‌ଦାର ପ୍ରଚାର କରାଯାଇଛି। ଦଳର ହେଭିୱେଟମାନେ ଧୂଷୁରୀ ଜୋନ୍‌ରେ ପ୍ରାର୍ଥୀ ହରେକୃଷ୍ଣ ସେଠୀଙ୍କ ପାଇଁ ପ୍ରଚାର କରିଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଏଆଇସିସି ସମ୍ପାଦକ ରୁଦ୍ର ରାଜୁ, ବିଧାୟକ ସୁରେଶ ରାଉତରାୟ, ସନ୍ତୋଷ ସିଂ ସାଲୁଜା, ଅଧିରାଜ ମୋହନ ପାଣିଗ୍ରାହୀ, ସି. ଏସ୍‌ ରଜନୀ ଇକ୍କା, ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା, ରାଜ୍ୟ ମହିଳା ମୋର୍ଚ୍ଚା ସଭାପତି ବନ୍ଦିତା ପରିଡ଼ା, ଜିଲା ସଭାପତି ସୁବ୍ରତ ଦାସ, ଭଦ୍ରକ ନିର୍ବାଚନମଣ୍ଡଳୀ ନେତା ନଳିନୀକାନ୍ତ ମହାନ୍ତି ପ୍ରମୁଖ ଏଥିରେ ସାମିଲ ଥିଲେ। ଏହି ଜୋନ୍‌ର ମଙ୍ଗଳପୁର, କଟସାହି, ଖପରପଦା, ଅସୁରାଳି, କୋଠାର, ସାହସପୁର ଆଦି ପଞ୍ଚାୟତରେ ରୋଡ୍‌ଶୋ’ କରି ପାଳସାହିଠାରେ ପ୍ରଚାର ଶେଷ କରିଥିଲେ। ରୋଡ୍‌ଶୋ’ ସହ ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭାରେ ବିଜେଡି ଓ ଭାଜପାକୁ ସମାଲୋଚନା କରିବା ସହ ଦଳୀୟ ପ୍ରାର୍ଥୀ ହରେକୃଷ୍ଣଙ୍କୁ ଭୋଟ୍‌ ଦେବକୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ

ଭୁବନେଶ୍ୱର,୪।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri