ପୋଲିସ ସାଜିଛି ବିଜେଡି କର୍ମୀ : କଂଗ୍ରେସ

ସରଣ୍ଡା,୧୭।୪(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ କାଣ୍ଡପାଲିଠାରେ କଂଗ୍ରେସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା କଂଗ୍ରେସ ସଭାପତି ନିହାର ରଞ୍ଜନ ମହାନନ୍ଦ ଯୋଗଦେଇ ଅଭିଯୋଗ କରିଥିଲେ, ରେଙ୍ଗାଲିକ୍ୟାମ୍ପଠାରେ ଅତାବିରା ପୋଲିସ ପକ୍ଷରୁ ଶନିବାର ଏକ ସଚେତନତା ଶିବିର ଆୟୋଜନ କରାଯାଇଥିଲା। ଏଥିରେ ସବୁ ଦଳର ପ୍ରତିନିଧିଙ୍କୁ ନ ଡାକି କେବଳ ବିଜେଡି କର୍ମୀଙ୍କୁ ନେଇ ଆୟୋଜନ କରାଯାଇଥିଲା। ବିଜେଡିର ଜଣେ ଯୁବନେତାଙ୍କ ନାମରେ ଏନ୍‌ଏସି ନିର୍ବାଚନ ଦିନ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ବେଳେ ତାଙ୍କୁ ଗିରଫ କରିବା ପରିବର୍ତ୍ତେ ପୋଲିସ ସାଙ୍ଗରେ ବସାଇ କି ସଚେତନତା ବାର୍ତ୍ତା ଦେଉଥିଲା ବୋଲି ମହାନନ୍ଦ ପ୍ରଶ୍ନ କରିଛନ୍ତି। ଖବରଦାତା ସମ୍ମିଳନୀରେ ଏନ୍‌ଏସି ସଭାପତି ଅଭିନାଶ ପ୍ରଧାନ, ଜିତୁ ଭୋଇ, ବଳରାମ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପକ୍ଷେ କଂଗ୍ରେସର ଏପରି ଅଭିଯୋଗକୁ ଭିତ୍ତିହୀନ ବୋଲି କହିଛନ୍ତି ଅତାବିରା ଆଇଆଇସି ଅନିଲ କୁମାର ପ୍ରଧାନ। ସେ କହିଛନ୍ତି, ଆମେ ସମସ୍ତଙ୍କୁ ଖବର ଦେଇଥିଲୁ। କିଏ ଆସିଲା ନ ଆସିଲା ସେଥିପାଇଁ ଆମ ପୋଲିସ ସମିତି ଦାୟୀ ନୁହଁ। ସାଇବର ଠକେଇ ଉପରେ ଶହ ଶହ ମହିଳା ପୁରୁଷ ସଚେତନ ହୋଇଛନ୍ତି। ସଚେତନତାମୂଳକ କାର୍ଯ୍ୟକ୍ରମରେ ସେମାନଙ୍କ ଏପରି ଅଭିଯୋଗ ଦୁର୍ଭାଗ୍ୟଜନକ ବୋଲି ଆଇଆଇସି ପ୍ରଧାନ କହିଛନ୍ତି। ଅନ୍ୟପଟେ ଅତାବିରା ସହର ଯୁବ ବିଜେଡି ସଭାପତି ସିଦ୍ଧାର୍ଥ ଶଙ୍କର ପଣ୍ଡା କହିଛନ୍ତି, କଂଗ୍ରେସର ଏପରି ଅଭିଯୋଗ ଭିତ୍ତିହୀନ। ଜଣଙ୍କ ନାଁରେ ଅଭିଯୋଗ ହୋଇଗଲେ ସେ ଦୋଷୀ ନୁହଁ। କଂଗ୍ରେସର ବିଜୟୀ କାଉନସିଲରଙ୍କ ନାଁରେ ବହୁ ଆପରାଧିକ ମାମଲାରେ ଚାର୍ଜସିଟ୍‌ ହୋଇଛି। ତେଣୁ ସେ ଇସ୍ତଫା ଦିଅନ୍ତୁ ବୋଲି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri