Posted inଜାତୀୟ

ଗେହଲଟ୍‌-ପାଇଲଟ୍‌ ଦ୍ୱନ୍ଦ୍ୱର ଅବସାନ ପାଇଁ କଂଗ୍ରେସ ହାଇକମାଣ୍ଡଙ୍କ ଉଦ୍ୟମ

ଜୟପୁର, ୨୯ା୫ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ରହିଥିବା ବିବାଦର ସମାଧାନ ପାଇଁ କଂଗ୍ରେସ ହାଇକମାଣ୍ଡ ଯୋଜନା କରୁଥିବା ଦଳୀୟ ସୂତ୍ରରୁ ଜଣାପଡ଼ିଛି। ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଏବଂ ମଙ୍ଗଳବାର ରାଜସ୍ଥାନ ନେତାମାନଙ୍କ ସହ ବୈଠକ କରିବେ। ଏଥିପାଇଁ ଗେହଲଟ ସୋମବାର ପୂର୍ବାହ୍ନରେ ଦିଲ୍ଲୀ ଯାଇ ମଙ୍ଗଳବାର ପର୍ଯ୍ୟନ୍ତ ରହିବେ। ସେଠାରେ ସେ ଖାର୍ଗେଙ୍କ ସମେତ ରାଜସ୍ଥାନ କଂଗ୍ରେସ ସଭାପତି ଗୋବିନ୍ଦ ସିଂ ଦୋତାସ୍ରା, ରାଜ୍ୟ କଂଗ୍ରେସ ପ୍ରଭାରୀ ସୁଖଜିନ୍ଦର ସିଂ ରାନ୍ଧଓ୍ବା ଏବଂ ସହ ପ୍ରଭାରୀ କାଜି ମହମ୍ମଦ ନିଜାମୁଦ୍ଦିନ, ଅମ୍ରିତା ଧାଓ୍ବନ ଏବଂ ବୀରେନ୍ଦ୍ର ରାଠୋରଙ୍କୁ ଭେଟିବେ। ଖାର୍ଗେ ଅଲଗା ପାଇଲଟଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri