Posted inଜାତୀୟ

ବିରୋଧି ଦଳ ବୈଠକ ନେଇ ଏଏପିକୁ ନିମନ୍ତ୍ରଣ ପଠାଇଲା କଂଗ୍ରେସ; ଏଏପି କହିଲା, ଅଧ୍ୟାଦେଶ ଉପରେ ଆଭିମୁଖ୍ୟ ସ୍ପଷ୍ଟ କରୁ

ନୂଆଦିଲ୍ଲୀ,୭।୭: ଆଗାମୀ ବିଧାନସଭା ନିର୍ବାଚନରେ ଭାଜପାକୁ ଚିତପଟାଙ୍ଗ କରିବା ନେଇ ଏକଜୁଟ ହୋଇଛନ୍ତି ବିରୋଧୀ। ବିରୋଧୀ ଏକଜୁଟ ବୈଠକ ପୂର୍ବରୁ ବିହାରର ପାଟନାରେ ହୋଇଥିବାବେଳେ ଆଗାମୀ ବୈଠକ ବେଙ୍ଗାଲୁରୁର କର୍ନାଟକରେ ହେବାକୁ ଯାଉଛି। ଏନେଇ କଂଗ୍ରେସ ଅରବିନ୍ଦ କେଜରିଓ୍ବାଲଙ୍କୁ ବୈଠକ ପାଇଁ ନିମନ୍ତ୍ରଣ ପଠାଇଛି।

ନିମନ୍ତ୍ରଣ କ୍ରମେ ଏଏପି(ଆପ୍‌) ସାଂସଦ ରାଘବ ଚଡ୍ଡା କହିଛନ୍ତି, କଂଗ୍ରେସ ଦିଲ୍ଲୀର ଅସାମ୍ବିଧାନିକ ନିୟମ ଉପରେ କଂଗ୍ରେସ ଏପର୍ଯ୍ୟନ୍ତ ଆଭିମୁଖ୍ୟ ସ୍ପଷ୍ଟ କରିନାହିଁ। ଯଦି କଂଗ୍ରେସ ଏହି ନିୟମ ଉପରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରୁନାହିଁ, ତେବେ ଆମ ଦଳ ବିରୋଧୀ ଦଳର ବୈଠକରେ ଯୋଗଦେବାକୁ ବିଚାର କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri