Posted inଜାତୀୟ

ଅଖିଳେଶ, ମାୟାବତୀଙ୍କୁ ଭାରତ ଯୋଡୋ ଯାତ୍ରାରେ ଯୋଗ ଦେବାକୁ କଂଗ୍ରେସର ନିମନ୍ତ୍ରଣ

ନୂଆଦିଲ୍ଲୀ,୨୬।୧୨: ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ, ବିଏସ୍‌ପି ସୁପ୍ରିମୋ ମାୟାବତୀ ଏବଂ ଆର୍‌ଏଲଡି ମୁଖ୍ୟ ଜୟନ୍ତ ଚୌଧରୀଙ୍କ ସମେତ ଅଣ-ଭାଜପା ଦଳର ନେତାଙ୍କୁ ଭାରତ ଯୋଡୋ ଯାତ୍ରାରେ ସାମିଲ ହେବାକୁ କଂଗ୍ରେସ ପକ୍ଷରୁ ନିିମନ୍ତ୍ରଣ କରାଯାଇଛି। ଏଥିସହ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଦୀନେଶ ଶର୍ମାଙ୍କୁ ମଧ୍ୟ ଏହି ଯାତ୍ରାରେ ସାମିଲ ହେବାକୁ ନିିମନ୍ତ୍ରଣ କରାଯାଇଥିବା ଜଣାପଡିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ଯାତ୍ରା ଜାନୁୟାରୀ ୩ରେ ଗାଜିଆବାଦର ଲୋନି ଦେଇ ଉତ୍ତରପ୍ରଦେଶରେ ପ୍ରବେଶ କରିବ। ଏହାପରେ ବାଗପାଟ ଏବଂ ଶାମଲି ଦେଇ ହରିୟାଣାରେ ଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କଟରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା

ନୂଆଦିଲ୍ଲୀ,୧୪।୪: ଭାରତ ସମେତ ସାରା ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢ଼େଇ ଜାରି ରଖିଛି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନେ ଆସୁଥିବାରୁ ସେମାନଙ୍କ...

ପ୍ରଚାର ମଇଦାନରେ କେଜ୍‌ରିଓ୍ବାଲଙ୍କ ସ୍ତ୍ରୀ, ଝିଅ

ଚଣ୍ଡିଗଡ଼,୧୦।୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। ବିଭିନ୍ନ ଦଳ ପ୍ରଚାର ପାଇଁ କୌଣସି ସୁଯୋଗ ହାତଛଡା କରିବାକୁ ଚାହୁଁନାହାନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ: ମାଟିତଳୁ ମିଳିଲା ପୂରାତନ ମୂର୍ତ୍ତି ସହିତ ଶିବଲିଙ୍ଗ

ଅଯୋଧ୍ୟା,୨୧।୫: ଅଯୋଧ୍ୟାର ରାମଜନ୍ମଭୂମିଠାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଦ୍ୱାରା ଆରମ୍ଭ ହୋଇଛି। ମାଟି ସମତଳ ସମୟରେ ଏଠାରୁ ପୂରାତନ ମୂର୍ତ୍ତିର...

ପରିବାରର ୪ ଜଣଙ୍କୁ ହତ୍ୟା ପରେ ଯୁବକଙ୍କ ଆତ୍ମହତ୍ୟା

ଯୋଧପୁର,୫ା୧୧: ରାଜସ୍ଥାନର ଯୋଧପୁରରେ ଜଣେ ୩୮ ବର୍ଷୀୟ ଯୁବକ ଶୁକ୍ରବାର ତାଙ୍କ ପରିବାରର ୪ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଲାଲ୍‌...

ଏସ୍‌ପିଙ୍କ ହୃଦବୋଧ ହେଲାପରେ ଦେଶଦ୍ରୋହ ମାମଲା ହେବ ରୁଜୁ , ଏସ୍‌ସିରେ କେନ୍ଦ୍ର ସରକାରଙ୍କ ଜବାବ…

ନୂଆଦିଲ୍ଲୀ, ୧୧।୫ : ଦେଶଦ୍ରୋହ ମାମଲା ନେଇ କେନ୍ଦ୍ର ସରକାର ସୁପ୍ରିମକୋର୍ଟ (ଏସ୍‌ସି)ରେ ବୁଧବାର ଜବାବ ରଖିଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ, ଏସ୍‌ପିଙ୍କ ହୃଦବୋଧ...

ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ ନାବାଳକ ପ୍ରେମିକ

ଲକ୍ଷ୍ନୌ ୪।୭: ଉତ୍ତରପ୍ରଦେଶ ଅଯୋଧ୍ୟା କୋତଓ୍ବାଲିରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅନୈତିକ ସମ୍ପର୍କକୁ ନେଇ ଜଣେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ଅତି ନିର୍ମମ ଭାବେ ହତ୍ୟା...

୧୭ ବର୍ଷ ବୟସରେ ଭୋଟ ପରିଚୟପତ୍ର ପାଇଁ କରିପାରିବେ ଆବେଦନ

ନୂଆଦିଲ୍ଲୀ,୨୮।୭: ୧୮ ବର୍ଷ ବୟସ ହେବା ପର୍ଯ୍ୟନ୍ତ ଭୋଟର ତାଲିକାରେ ନିଜ ନାଁ ପଞ୍ଜୀକରଣ କରିବାକୁ ଆଉ ଅପେକ୍ଷା କରିବାକୁ ପଡ଼ିବନାହିଁ। ଯାହାଙ୍କ ବୟସ ୧୭...

ଟ୍ରାଫିକ୍‌ ପୋଲିସ ଅଟକାଇବାରୁ ନିସ୍ତୁକ ଛେଚିଲେ ଯୁବତୀ

ନୂଆଦିଲ୍ଲୀ,୧୭।୭: ପଶ୍ଚିମ ଦିଲ୍ଲୀ ମାୟାପୁରୀରେ ଜଣେ ଯୁବତୀ ଟ୍ରାଫିକ୍‌ ପୋଲିସଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଚାଳକଙ୍କ ସହ ଯୁବତୀଙ୍କୁ ଗିରଫ କରାଯାଇଛି।...

Advertisement
Archives

Model This Week