Posted inଜାତୀୟ

ଏନ୍‌ଏମ୍‌ଏମ୍‌ଏଲର ନାଁ ପରିବର୍ତ୍ତନକୁ ନେଇ ଅନାବଶ୍ୟକ ପ୍ରସଙ୍ଗ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୧୭।୮: ଦିଲ୍ଲୀର ନେହେରୁ ମେମୋରିଆଲ ମ୍ୟୁଜିୟମ ଏବଂ ଲାଇବ୍ରେରୀ (ଏନ୍‌ଏମ୍‌ଏମ୍‌ଏଲ)ର ନାମ ପରିବର୍ତ୍ତନ ହେବା ପରେ ରାଜନୀତି ସରଗରମ ହୋଇଛି। ଏନେଇ ଭାଜପା କଂଗ୍ରେସକୁ ଟାର୍ଗେଟ କରିଛି। କଂଗ୍ରେସ ଅନାବଶ୍ୟକ ଭାବେ ଏହାକୁ ଏକ ପ୍ରସଙ୍ଗ କରୁଥିବା କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି।
ପ୍ରହ୍ଲାଦ ଯୋଶୀ କହିଛନ୍ତି, ଆମେ ଦଳଠୁ ଊର୍ଦ୍ଧ୍ୱରେ ରହି ଆମର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନ ଦେଉଛୁ। କଂଗ୍ରେସ ଦଳ ଅନାବଶ୍ୟକ ଭାବରେ ଏହାକୁ ଏକ ପ୍ରସଙ୍ଗ କରୁଛି। ମୁଁ ଜାଣେ ନାହିଁ ଏଥିରେ କାହିଁକି ଅସୁବିଧା ଅଛି। ଆମ ଦେଶର ପ୍ରଧାନମନ୍ତ୍ରୀମାନଙ୍କ ପକ୍ଷରୁ କରାଯାଇଥିବା ଯୋଗଦାନ ଉପରେ ଏକ ଭିଡିଓ କ୍ଲିପ ମାଧ୍ୟମରେ ଯୁବକମାନଙ୍କୁ ଏହା ବିଷୟରେ ଶିକ୍ଷା ଦିଆଯାଉଛି।
ନେହେରୁ ମେମୋରିଆଲ ମ୍ୟୁଜିୟମ ଏବଂ ଲାଇବ୍ରେରୀର ନାମ ପ୍ରଧାନମନ୍ତ୍ରୀଙ୍କ ସଂଗ୍ରହାଳୟ ଏବଂ ଲାଇବ୍ରେରୀରେ ପରିବର୍ତ୍ତନ କରିବା ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ନେହେରୁ ଜୀ କେବଳ ତାଙ୍କ ନାଁ ନୁହେଁ, ତାଙ୍କ କାର୍ଯ୍ୟ ପାଇଁ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା” ଘୋଷଣା…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri